ମାହାଙ୍ଗା ଡବଲ ମର୍ଡର ମାମଲା: ବିଧାୟକ ପ୍ରତାପ ଜେନାଙ୍କୁ ମିଳିଲା ଆଶ୍ୱସ୍ତି, ଅନ୍ତରୀଣ ସୁରକ୍ଷା ଫେବୃଆରୀ ୧ ପର୍ଯ୍ୟନ୍ତ ବଳବତ୍ତର
Mahanga Double Murder Case: ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କୁ ମିଳିଲା ଆଶ୍ୱସ୍ତି, ଅନ୍ତରୀଣ ସୁରକ୍ଷା ଫେବୃଆରୀ ୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ସାଲେପୁର ଜେଏମଏଫସି ଅଦାଲତଙ୍କ ୨୦୨୩, ସେପ୍ଟେମ୍ବର ୨୫ର ନିର୍ଦ୍ଦେଶ ବିରୋଧରେ ପ୍ରଦାପ ଜେନା ଦାୟର କରିଥିବା ଆବେଦନରର ଆଜି ହାଇକୋର୍ଟରେ ଶୁଣାଣି ହୋଇଛି ।

ତାଙ୍କୁ ମିଳିଥିବା ଅନ୍ତରୀଣ ସୁରକ୍ଷା ଫେବ୍ରୁଆରୀ ୧ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିଛି । ତେବେ ଫେବ୍ରୁଆରୀ ୧ରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି କରାଯିବ । ଜଷ୍ଟିସ ବି.ପି ରାଉତରାୟଙ୍କୁ ନେଇ ଗଠିତ ଖଣ୍ତପୀଠ ପ୍ରତାପ ଜେନାଙ୍କ ଆବେଦନର ଶୁଣାଣି କରି ଏପରି ନିର୍ଦ୍ଦେଶ ଜାରି କରିଛନ୍ତି ।
ସୂଚନାଥାଉକି, 2021 ଜାନୁଆରି 2 ତାରିଖ ରାତିରେ ମାହାଙ୍ଗା ଡବଲ ମର୍ଡର ହୋଇଥିଲା । ଏହି ଘଟଣାରେ ବିଜେପି ନେତା କୁଳମଣି ଓ ତାଙ୍କ ସଂପର୍କୀୟ ଦିବ୍ୟସିଂହ ବରାଳଙ୍କ ମୃତ୍ୟୁ ହୋଇଥିଲା । ଅଭିଯୋଗକାରୀ ରମାକାନ୍ତ ବରାଳ 13 ଜଣଙ୍କ ନାମରେ ଅଭିଯୋଗ ଆଣିଥିଲେ । ଏଥିରୁ 9 ଜଣ ଗିରଫ ହୋଇ ସାରିଛନ୍ତି । ଏତଲା ଅନୁଯାୟୀ 13ନଂ ଅଭିଯୁକ୍ତ ଥିଲେ ପ୍ରତାପ ଜେନା ।
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications