ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଅସୁସ୍ଥ, ନିଜେ ଦେଲେ ସୂଚନା
ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ମଙ୍ଗଳବାର ଅସୁସ୍ଥ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ନିଶ୍ୱାସ ନେବାରେ ଅସୁବିଧା ହେବା ସହ ଅସୁସ୍ଥ ଅନୁଭବ କରିବାରୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।

ଏହି ସମ୍ପର୍କରେ ନିଜ ସୋଶାଲ ମିଡିଆ ହ୍ୟାଣ୍ଡେଲ 'X'ରେ ସୂଚନା ଦେଇଛନ୍ତି।












Click it and Unblock the Notifications