ମାଲକାନଗିରିରେ ବଢ଼ିଲା ଆଉ ୧୮ ଘଣ୍ଟା ଇଣ୍ଟରନେଟ୍‌ କଟକଣା

ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି -୨୬ ଗ୍ରାମ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ଇତିମଧ୍ୟରେ ମାଲକାନଗିରି ଜିଲାରେ ଆଉ ୧୮ ଘଣ୍ଟା ଇଣ୍ଟରନେଟ କଟକଣାକୁ ବୃଦ୍ଧି କରାଯାଇଛି। ବୁଧବାର ଦିନ ୧୨ଟା ପର୍ଯ୍ୟନ୍ତ ଏହି କଟକଣା ଜାରି ରହିବ। RDC ଏବଂ ଜିଲାପାଳଙ୍କ ମଧ୍ୟରେ ଆଲୋଚନା ପରେ ଇଣ୍ଟରନେଟ କଟକଣା ବୃଦ୍ଧି ହୋଇଛି। ଏନେଇ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶନାମା ଜାରି କରିଛନ୍ତି।

Malkangiri

ରାଖେଲଗୁଡ଼ା ଗ୍ରାମବାସୀଙ୍କ ସମେତ ଆଦିବାସୀ ସମ୍ପ୍ରଦାୟର ଲୋକେ ଏମ୍‌ଭି-୨୬ ଗାଁରେ ପଶି ପ୍ରାୟ ୧୦୦ରୁ ଊର୍ଦ୍ଧ୍ୱ ଘର ଭାଙ୍ଗିବା ସହ ୫୦ରୁ ଊର୍ଦ୍ଧ୍ୱ ଘରେ ନିଆଁ ଲଗାଇ ଜାଳିଦେଇଛନ୍ତି। ପୋଡ଼ାଜଳା ପରେ ମଙ୍ଗଳବାର ଏମ୍‌ଭି-୨୬ଗାଁରେ ରହୁଥିବା ଲୋକେ ଗାଁ ଛାଡି ବାହାରକୁ ଚାଳିଯାଉଥିବା ଜଣାପଡିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+