ମାଲକାନଗିରି ଜିଲ୍ଲାରେ ଇଣ୍ଟରନେଟ୍ କଟକଣା ଆଉ ୩୬ ଘଣ୍ଟା ବୃଦ୍ଧି, ୬ ଜଣ ଗିରଫ
ମାଲକାନଗିରି ଜିଲ୍ଲାରେ ଇଣ୍ଟରନେଟ୍ କଟକଣା ଆଉ ୩୬ ଘଣ୍ଟା ବୃଦ୍ଧି। ସୋମବାର ଦିନ ୧୨ଟା ଯାଏଁ ଇଣ୍ଟରନେଟ୍ କଟକଣା ବଳବତ୍ତର ରହିବ ବୋଲି ସୂଚନା ମିଳିଛି। ଏମ୍ଭି ୨୬ ଓ ରାଖେଲଗୁଡ଼ା ଗାଁ ବିବାଦକୁ ନେଇ ପ୍ରଶାସନର ନିଷ୍ପତ୍ତି । ଇଣ୍ଟରନେଟ୍ କଟକଣା ବୃଦ୍ଧି ନେଇ ମାଲକାନଗିରି ଜିଲ୍ଲାପାଳଙ୍କ ସୂଚନା। ସ୍ଥିତିକୁ ଦୃଷ୍ଟିରେ ରଖି ସୋମବାରରୁ ଲାଗିଥିବା BNSS ୧୬୩ ହଟିଲା' । ମୋଟ୍ ୩ କୋଟି ୮୦ ଲକ୍ଷ ଟଙ୍କାର କ୍ଷୟକ୍ଷତି ଆକଳନ ହୋଇଛି ।ବିଦ୍ୟୁତ ସଂଯୋଗ ଓ ଜଳ ଯୋଗାଣ ସ୍ବାଭାବିକ ହୋଇଛି' । ମୋଟ୍ ୬ ଜଣଙ୍କୁ ଗିରଫ କରାଯାଇଥିବା କହିଲେ ଜିଲ୍ଲାପାଳ ।













Click it and Unblock the Notifications