ଭଦ୍ରକରେ ଆଉ ୧୨ ଘଣ୍ଟା ପାଇଁ ଇଣ୍ଟରନେଟ୍ ସେବା ବନ୍ଦ; ଭଦ୍ରକ ବ୍ଲକ୍ ଓ ମ୍ୟୁନିସପାଲିଟି, ଧାମନଗର ବ୍ଲକ୍ ଓ NAC ପାଇଁ କଟକଣା
ଭଦ୍ରକରେ ଆଉ ୧୨ ଘଣ୍ଟା ପାଇଁ ଇଣ୍ଟରନେଟ୍ ସେବା ବନ୍ଦ । ଭଦ୍ରକ ବ୍ଲକ୍ ଓ ମ୍ୟୁନିସପାଲିଟି, ଧାମନଗର ବ୍ଲକ୍ ଓ NAC ପାଇଁ କଟକଣା ।
ତିହିଡ଼ି ବ୍ଲକ୍ରେ ମଧ୍ୟ ଇଣ୍ଟରନେଟ୍ ସେବା ବନ୍ଦ ରଖିବାକୁ ନିଷ୍ପତ୍ତି । ଆଜି ସକାଳ ୬ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଇଣ୍ଟରନେଟ୍ ସେବା ବନ୍ଦ । କାଲି ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ ସେବା ବନ୍ଦ ରଖାଯାଇଥିଲା । ତିହିଡ଼ି କଷଟିରେ ଦୁଇ ଗୋଷ୍ଠୀ ବିବାଦରେ ଜଣଙ୍କର ମୃତ୍ୟୁକୁ ନେଇ ଉତ୍ତେଜନା ।













Click it and Unblock the Notifications