IPS ବି ରାଧିକଙ୍କୁ ମିଳିଲା ବଡ ଦାୟିତ୍ଵ
ଭୁବନେଶ୍ୱର:ରାଜ୍ୟ ଆଇପିଏସ ସ୍ତରରେ ଅଦଳବଦଳ । ଆଇପିଏସ ବି. ରାଧିକାଙ୍କୁ ମିଳିଲା ନୂଆ ଦାୟିତ୍ୱ । ବି. ରାଧିକା ହେଲେ ପୋଲିସ ରିକ୍ରୁଟମେଣ୍ଟ ବୋର୍ଡର ଅଧ୍ୟକ୍ଷ ।କେନ୍ଦ୍ର ଡେପୁଟେସନରୁ ଫେରିବା ପରେ ମିଳିଲା ନୂଆ ଦାୟିତ୍ୱ ।
ଏଥି ସହିତ ସେ ରାଜ୍ୟ ଅପରାଧ ବିଧି ବିଜ୍ଞାନାଗାର (ଏସ୍ଏଫ୍ଏସ୍ଏଲ୍)ର ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ବ ମଧ୍ୟ ତୁଲାଇବେ।

୨୦୦୧ ବ୍ୟାଚ୍ର ଆଇପିଏସ୍ ଆଶିଷ ସିଂଙ୍କୁ ସିଇଓ ଓପିଏଚଡବ୍ଲୁସି ଭାବେ ଦାୟିତ୍ୱ ମିଳିଛି । ଏସ ସାଇନିଙ୍କୁ ସିଏଡବ୍ଲୁ ଆଣ୍ଡ ସିଡବ୍ଲୁର ଆଇଜି ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି ।












Click it and Unblock the Notifications