ଯୋଗେଶ ବାହାଦୂର ଖୁରାନିଆ ହେଲେ ନୂଆ ଡିଜିପି
ଯୋଗେଶ ବାହାଦୂର ଖୁରାନିଆ ହେଲେ ନୂଆ ଡିଜିପି । ନୂଆ ଡିଜିପି ନିଯୁକ୍ତି ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି।୧୯୯୦ ବ୍ୟାଚ୍ ଆଇପିଏସ୍ ଯୋଗେଶ ବାହାଦୂର ଖୁରାନିଆ ।

ଶ୍ରୀ ଖୁରାନିଆ ଭୁବନେଶ୍ୱର-କଟକ କମିଶନରେଟ ପୁଲିସର କମିଶନର ଓ ନୟାଗଡ଼, ରାଉରକେଲା,ଯାଜପୁର, ମୟୂରଭଞ୍ଜ ଓ ଗଞ୍ଜାମ ଜିଲ୍ଲାର ପୁଲିସ ଏସପି ଭାବେ କାର୍ଯ୍ୟ କରିଛନ୍ତି । ସେ ଉତ୍ତରାଂଚଳ ଓ ଦକ୍ଷିଣାଂଚଳ ଡିଆଇଜି ଏବଂ ବିଜୁ ପଟ୍ଟନାୟକ ପୁଲିସ ପ୍ରଶିକ୍ଷଣ ଏକାଡେମୀର ମଧ୍ୟ ନିର୍ଦ୍ଦେଶକ ଦାୟିତ୍ୱ ତୁଲାଇଥିଲେ ।












Click it and Unblock the Notifications