Get Updates
Get notified of breaking news, exclusive insights, and must-see stories!

ଆଇପିଏସ୍ ସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର: ନିର୍ବାଚନ ଆଗରୁ ଆଇଏଏସ୍, ଓଏଏସ୍ ଓ ଆଇପିଏସ୍‌ ସ୍ତରରେ ଅଦଳବଦଳ କରୁଛନ୍ତି ରାଜ୍ୟ ସରକାର । ଏହି କ୍ରମରେ ଆଜି ଆଇପିଏସ୍ ସ୍ତରରେ ଛୋଟଧରଣର ଅଦଳବଦଳ ହୋଇଛି । ଶୁକ୍ରବାର ଏ ନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

lok seva bhawan

ପ୍ରକାଶ ପାଇଥିବା ବିଜ୍ଞପ୍ତି ଅନୁସାରେ, ଉତ୍ତର ପୂର୍ବାଞ୍ଚଳ ଆଇଜି ଭାବେ କାର୍ଯ୍ୟ କରୁଥିବା 2004 ବ୍ୟାଚ୍‌ର ଆଇପିଏସ୍‌ ଡ.ଦୀପକ କୁମାରଙ୍କୁ ପୂର୍ବାଞ୍ଚଳ ଆଇଜି ଭାବେ ଦାୟିତ୍ୱ ପ୍ରଦାନ କରାଯାଇଛି । ଅନ୍ୟପଟେ ପୂର୍ବାଞ୍ଚଳ ଆଇଜି ଭାବେ କାର୍ଯ୍ୟ କରୁଥିବା 2004 ବ୍ୟାଚ୍‌ର ଆଇପିଏସ୍‌ ସତ୍ୟବ୍ରତ ଭୋଇଙ୍କୁ ଉତ୍ତର ପୂର୍ବାଞ୍ଚଳ ଆଇଜି ଭାବେ ବଦଳି କରାଯାଇଛି । ଏଥି ସହିତ ଆଇପିଏସ୍‌ ସତ୍ୟବ୍ରତ ଭୋଇଙ୍କୁ ପୁଲିସ ଟ୍ରେନିଂ ସେଣ୍ଟରର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି ।

ସେହିପରି ବର୍ତ୍ତମାନ କେନ୍ଦ୍ରାପଡା ଏସପି ଥିବା 2011 ବ୍ୟାଚ୍‌ର ଆଇପିଏସ୍‌ ବି.ଯୁଗଳ କୁମାରଙ୍କୁ ଖୋର୍ଦ୍ଧା ଏସ୍‌ପି ଭାବେ ବଦଳି କରାଯାଇଛି । ଖୋର୍ଦ୍ଧା ଏସ୍‌ପି ଭାବେ କାର୍ଯ୍ୟ କରୁଥିବା 2017 ବ୍ୟାଚ୍‌ର ଆଇପିଏସ୍‌ ସିଦ୍ଧାର୍ଥ କଟାରିଆଙ୍କୁ କେନ୍ଦ୍ରାପଡା ଏସ୍‌ପି ଭାବେ ଦାୟିତ୍ବ ପ୍ରଦାନ କରାଯାଇଛି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+