ମାନୁନାହିଁ ଇସ୍କନ; ଦକ୍ଷିଣ ଆଫ୍ରିକାରେ ଇସ୍କନର ଅଦିନିଆ ରଥଯାତ୍ରା

ମାନୁନାହିଁ ଇସ୍କନ । ଦକ୍ଷିଣ ଆଫ୍ରିକାରେ ଇସ୍କନର ଅଦିନିଆ ରଥଯାତ୍ରା । ଗତ ୩ଦିନ ତଳେ ଦକ୍ଷିଣ ଆଫ୍ରିକାର ସାଣ୍ଡଟନ୍ ସହରରେ ରଥଯାତ୍ରା କରିଥିଲା ଇସ୍କନ । ଗୋଟିଏ ରଥରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ବସାଇ ରଥ ଟଣାଯାଉଥିବା ଏକ ଭିଡିଓ ସୋସିଆଲ ମିଡିଆରେ ପୋଷ୍ଟ କରାଯାଇଛି । ଭିଡିଓରେ ଚତୁର୍ଥ ବାର୍ଷିକ ରଥଯାତ୍ରା କରାଯାଇଥିବା ଉଲ୍ଲେଖ କରାଯାଇଛି । ସ୍ନାନପୂର୍ଣ୍ଣିମା ପୂର୍ବରୁ ବିଭିନ୍ନ ଦେଶରେ ରଥଯାତ୍ରା ଆୟୋଜନ କରୁଛି ଇସ୍କନ ।

ISKCON s Another DAY Rath Yatra in South Africa

ଏନେଇ ଇସ୍କନ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଦାବି ହୋଇଛି । ଇସ୍କନ ବାରମ୍ବାର ଏଭଳି କରୁଥିବାରୁ ଜଗନ୍ନାଥପ୍ରେମୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି । ସେପଟେ ଲଣ୍ଡନରେ ଜୁଲାଇ ୬ରେ ସ୍ନାନଯାତ୍ରା ଓ ଜୁଲାଇ ୨୦ରେ ରଥଯାତ୍ରା ହେବ ବୋଲି ସୂଚନା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+