ଏବେ ସବୁ ଅଙ୍ଗନବାଡି ସ୍କୁଲ୍‌ରେ ସାମିଲ୍‌ ସମ୍ଭବ ନୁହେଁ , ସ୍କୁଲ୍‌ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ପ୍ରତିକ୍ରିୟା

ସ୍କୁଲ୍‌ରେ ଅଙ୍ଗନବାଡି ସାମିଲ ନେଇ ସ୍କୁଲ୍‌ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ପ୍ରତିକ୍ରିୟା । ଶିଶୁବାଟିକା ୩କୁ ସ୍କୁଲ୍‌ରେ ସାମିଲ କରାଯାଇଛି । ଏବେ ବି ଶିଶୁବାଟିକା ୧ ଓ ୨ ଅଙ୍ଗନବାଡ଼ି କେନ୍ଦ୍ରରେ ଅଛି । ବର୍ତ୍ତମାନ ସବୁ ଅଙ୍ଗନବାଡି ବନ୍ଦ କରି ସ୍କୁଲ୍‌ରେ ସାମିଲ ସମ୍ଭବ ନୁହେଁ ।

nitya nanda gond
୫ ବର୍ଷ ପରେ ପିଲା ଶିଶୁବାଟିକା ୩ରେ ନାମ ଲେଖାଇବେ । ୪୫ ହଜାର ସ୍କୁଲ୍‌ରେ ଶିଶୁବାଟିକା ୩ ଖୋଲାଯାଇଛି' । ପରବର୍ତ୍ତୀ ମୁହୂର୍ତ୍ତରେ ନିର୍ଦ୍ଦେଶ ଆସିଲେ ଶିଶୁବାଟିକା ୧ ଓ ୨ ସାମିଲ ହେବ ।
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+