ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ଘରେ IT ରେଡ୍, ଏକକାଳୀନ ୨୦ରୁ ଅଧିକ ସ୍ଥାନରେ ଆୟକର ବିଭାଗର ଚଢ଼ାଉ

ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ଘରେ IT ରେଡ୍ । ୨୦ରୁ ଅଧିକ ସ୍ଥାନରେ ଆୟକର ବିଭାଗ ଚଢାଉ କରିଛି । ସମ୍ବଲପୁର, ଝାରସୁଗୁଡ଼ା, ଭୁବନେଶ୍ବରରେ IT ରେଡ୍ । ସାଇଣ୍ଟିଫିକ୍ ଟିମ୍ ମଧ୍ୟ ଚଢାଉରେ ସାମିଲ ।

nab das

ଭୋର ୫ ଟାରୁ ଚଢାଉ କରୁଛି ଆୟକର ବିଭାଗ । ୩ଟି ଅଫିସ ବନ୍ଦ ରହିଥିବା ବେଳେ ତାହା ପରେ ଚଢାଉ କରାଯିବ । ଦୀପାଳି ପୁରୀରୁ ଫେରିଲେ ଅଫିସରେ ଚଢାଉ କରାଯିବ ବୋଲି ସୂଚନା ମିଳିଛି । ଆୟକର ଫାଙ୍କିବା ଅଭିଯୋଗରେ ତନାଘନା କରୁଛି ଆୟକର ବିଭାଗ ।

ସୂଚନା ଯୋଗ୍ୟ ଜାନୁୟାରୀ ୧୭ ତାରିଖରେ ମଧ୍ୟ ନବଙ୍କ ବଡଭାଇ ବ୍ରଜ ଦାସଙ୍କ ଘରେ ଆୟକର ଥିବା ଅଭିଯୋଗରେ କରିଥିଲା ଆଇଟି । ସମ୍ବଲପୁର ଧନକଉଡ଼ାସ୍ଥିତ ତାଙ୍କ ବାସଭବନ, ଭଡ଼ାଘରେ ଓ କାର୍ଯ୍ୟାଳୟରେ ଚଢାଉ କରାଯାଇଥିଲା । କୋଟି କୋଟି ଟଙ୍କାର ଆୟକର ଫାଙ୍କିବା ଅଭିଯୋଗରେ ରେଡ୍ ହୋଇଥିଲା । ଆୟକର ବିଭାଗର ୨ ଟିମ୍ ରେଡ୍‌ରେ ସାମିଲ ଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+