ପ୍ରବଳ ବର୍ଷିବ ; ୨୧ ଜିଲ୍ଲାକୁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା। ୨୧ ଜିଲ୍ଲାକୁ ସତର୍କ ସୂଚନା ଜାରି। ଘୁର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣପୂର୍ବ ବାଂଲାଦେଶ ଏବଂ ଏହାର ନିକଟବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପଶ୍ଚିମ-ଉତ୍ତର ଦିଗରୁ ଦକ୍ଷିଣ-ଉତ୍ତର-ଦକ୍ଷିଣ ଦିଗରେ ଅଗ୍ରସର ହେବା ସହିତ ଅବପାତରେ ପରିଣତ ହୋଇ ଶୁକ୍ରବାର ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳକୁ ଛୁଇଁବ। ଏହା ପ୍ରଭାବରେ ଉତ୍ତର ଓଡ଼ିଶାରେ ଶୁକ୍ରବାରରୁ ଶନିବାର ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ମୟୁରଭଞ୍ଜ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।

rain

ତେବେ ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି । ଏହାର ପ୍ରଭାବରେ କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବା ନେଇ ୨୧ ଟି ଜିଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି।

ଅନ୍ୟପକ୍ଷରେ, ହୀରାକୁଦ ଜଳଭଣ୍ଡାରର ଆଉ ୪ଟି ଗେଟ୍‌ ଖୋଲିବା ପରେ ବର୍ତ୍ତମାନ ୧୬ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+