୫ ଜିଲ୍ଲାରେ ବର୍ଷିବ ! ଆଗାମୀ ୩ ଘଣ୍ଟା ପାଇଁ ୱାର୍ଣ୍ଣିଂ ଜାରି

Odisha Weather: ବିଜୁଳି, ଘଡ଼ଘଡି ଏବଂ ପ୍ରବଳ ବର୍ଷା ପାଇଁ ଆଗାମୀ ୩ ଘଣ୍ଟା ପାଇଁ ୫ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଭଦ୍ରକ, କେନ୍ଦ୍ରପଡ଼ା, କଟକ, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

Rain Update
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+