ଦୁଇ ବର୍ଷରେ ତୁଟିବ ଜଗନ୍ନାଥ ଜମି ବିବାଦ: ଆଇନ୍ ମନ୍ତ୍ରୀ

୩ ମାସ ମଧ୍ୟରେ ନୂଆ ୟୁନିଫର୍ମ ଲ୍ୟାଣ୍ଡ ପଲିସି ଆଣିବେ ରାଜ୍ୟସରକାର । ରାଜ୍ୟବ୍ୟାପୀ ଜଗନ୍ନାଥଙ୍କ ଜମି ବିବାଦ ଦୁଇ ବର୍ଷ ମଧ୍ୟରେ ତୁଟିବ ବୋଲି ଗୃହରେ କହିଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଯେଉଁମାନେ ଅଧିକ ବର୍ଷ ଜଗ୍ନନାଥଙ୍କ ଜମି ଜବରଦଖଲ କରିଥିବେ ସେମାନଙ୍କୁ ରିହାତିରେ ୧୦୦ ଡିସିମିଲ ଜାଗା ଯୋଗାଇଦେବେ ରାଜ୍ୟସରକାର ।

Law Minister

କୋରାପୁଟରେ ୨୭ ହଜାର ୪୧୦ ଏକର ଜଗନ୍ନାଥଙ୍କ ଜମି ଚିହ୍ନଟ ହୋଇଛି । ଜିଲ୍ଲାରେ ଯେଉଁଠି ଜଗନ୍ନାଥଙ୍କ ଜମି ଜବରଦଖଲ ହୋଇଥିଲା ତାକୁ ଦଖଲମୁକ୍ତ କରାଯାଇଛି । ଅନ୍ୟ ୨୪ଟି ଜିଲ୍ଲାରେ ୬୦ ହଜାର ୪୨୬ ଏକର ଜଗନ୍ନାଥଙ୍କ ଜମି ରହିଛି । ୩୮ ହଜାର ୬୧ ଏକର ଜମିର ସତ୍ବଲିପି ରାଜ୍ୟସରକାରଙ୍କ ପାଖରେ ରହିଛି । ଯାହାର ଡିଜିଟାଇଜେସନ ପ୍ରକ୍ରିୟା ଜାରି ରହିଛି । ୨୨ ହଜାର ଏକର ଜମିର ଆରଓଆର୍ ଯୋଗାଡ଼ ଚାଲିଛି । ରାଜ୍ୟ ବାହାରେ ୬ଟି ପ୍ରଦେଶରେ ୩୯୫.୨୫ ଏକର ଜଗନ୍ନାଥ ଜମି ଥିବା ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+