For Quick Alerts
Turn On Notification  
For Daily Alerts
Oneindia App Download

ବଦଳିଲେ ଜଗତସିଂହପୁର ଓ ଖୋର୍ଦ୍ଧା ଜିଲ୍ଲାପାଳ

ବଦଳିଲେ ଜଗତସିଂହପୁର ଓ ଖୋର୍ଦ୍ଧାର ଜିଲ୍ଲାପାଳ । ସଂଗ୍ରାମ ମହାପାତ୍ରଙ୍କୁ ଖୋର୍ଦ୍ଧାର ନୂଆ ଜିଲ୍ଲାପାଳ ଭାବେ ଦାୟିତ୍ୱ ମିଳିଥିବା ବେଳେ ପରୁଲ ପଟୱାରୀଙ୍କୁ ଜଗତସିଂହପୁର ଜିଲ୍ଲାପାଳ ଭାବେ ନିଯୁକ୍ତି ଦିଆଯାଇଛି ।

|

ଭୁବନେଶୱର: ବଦଳିଲେ ଜଗତସିଂହପୁର ଓ ଖୋର୍ଦ୍ଧାର ଜିଲ୍ଲାପାଳ । ସଂଗ୍ରାମ ମହାପାତ୍ରଙ୍କୁ ଖୋର୍ଦ୍ଧାର ନୂଆ ଜିଲ୍ଲାପାଳ ଭାବେ ଦାୟିତ୍ୱ ମିଳିଥିବା ବେଳେ ପରୁଲ ପଟୱାରୀଙ୍କୁ ଜଗତସିଂହପୁର ଜିଲ୍ଲାପାଳ ଭାବେ ନିଯୁକ୍ତି ଦିଆଯାଇଛି । ପୂର୍ବରୁ ପୂର୍ତ୍ତ ବିଭାଗର ଉପସଚିବ ଥିଲେ ୨୦୧୫ ବ୍ୟାଚ୍ ଆଇଏଏସ୍ ପାରୁଲ ପଟୱାରି ।

jagatsinghpur collector

ସେହିପରି ଖୋର୍ଦ୍ଧା ଜିଲ୍ଲାପାଳ ତଥା ବରିଷ୍ଠ ଓଏଏସ୍ ସନତ କୁମାର ମହାନ୍ତିଙ୍କୁ ଏସସିଇଆରଟି ନିର୍ଦ୍ଦେଶକ ଭାବେ ଅବସ୍ଥାପିତ କରାଯାଇଛି। ଆଉ ଏସସିଇଆରଟି ନିର୍ଦ୍ଦେଶକ ତଥା ଆଇଏଏସ୍ ଗଙ୍ଗାଧର ସାହୁଙ୍କୁ ସାଧାରଣ ଅଭିଯୋଗ ବିଭାଗର ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
jagatsinghpur collector transfer to khurda
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X