ଭୁବନେଶ୍ୱରର ନୂଆ ଡିସିପି ଭାବେ ଦାୟିତ୍ୱ ନେଲେ ଜଗମୋହନ ମୀନା

Odisha News: ଭୁବନେଶ୍ୱରର ନୂଆ ଡିସିପି ଭାବେ ଦାୟିତ୍ୱ ନେଲେ ଜଗମୋହନ ମୀନା। କଟକ ଛାଡି ଭୁବନେଶ୍ୱର ଡିସିପି ଭାବେ ଆଜି ବିଧିବଦ୍ଧ ଭାବେ ଦାୟିତ୍ୱ ନେଇଛନ୍ତି । ଆଇନଶୃଙ୍ଖଳା, ଟ୍ରାଫିକ୍‌ ସମସ୍ୟା, ନିଶା କାରବାର, ଅପରାଧ ନିୟନ୍ତ୍ରଣ, ଭିଭିଆଇପି ସୁରକ୍ଷା ଆଜି ଭୁବନେଶ୍ୱର ଡିସିପିଙ୍କ ଫୋକସରେ ରହିବ । ରାଜଧାନୀରେ ସୁରକ୍ଷା ସହ ଭିଭିଆଇପି ସୁରକ୍ଷା ଓ ବିଭିନ୍ନ ରାଜନୈତିକ ଦଳର ବିକ୍ଷୋଭ ଆଦିକୁ ସମ୍ଭାଳିବା ନୂଆ ଡିସିପିଙ୍କ ପାଇଁ ଚ୍ୟାଲେଞ୍ଜ୍‌ ରହିବ ।

Jagmohan Meena
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+