ଜେଏନ୍ ପଙ୍କଜ ନୂଆ କେନ୍ଦ୍ରାଞ୍ଚଳ ଡିଆଇଜି
୨୦୦୫ ବ୍ୟାଚ୍ ଆଇପିଏସ ଅଫିସର ଜୟନାରାୟଣ ପଙ୍କଜଙ୍କୁ କେନ୍ଦ୍ରାଞ୍ଚଳ ଡିଆଇଜି ଭାବେ ଅବସ୍ଥାପିତ କରାଯାଇଛି।
ଭୁବନେଶ୍ୱର: ୨୦୦୫ ବ୍ୟାଚ୍ ଆଇପିଏସ ଅଫିସର ଜୟନାରାୟଣ ପଙ୍କଜଙ୍କୁ କେନ୍ଦ୍ରାଞ୍ଚଳ ଡିଆଇଜି ଭାବେ ଅବସ୍ଥାପିତ କରାଯାଇଛି। ସେ ଅତିରିକ୍ତ ଭାବେ ଏହି ଦାୟିତ୍ୱ ତୁଲାଇବେ। ଏନେଇ ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଜାରି ହୋଇଛନ୍ତି ।

ଶୁକ୍ରବାର କେନ୍ଦ୍ରାଞ୍ଚଳ ଡିଆଇଜି ଆଶିଷ କୁମାର ସିଂଙ୍କୁ ଅଚାନକ ଅବକାରୀ କମିଶନର ଭାବେ ବଦଳି କରାଯାଇଥିଲା। ତାଙ୍କ ସ୍ଥାନରେ ସ୍ଥାୟୀ ନିଯୁକ୍ତି ନହେବା ପର୍ଯ୍ୟନ୍ତ ଶ୍ରୀ ପଙ୍କଜଙ୍କୁ କେନ୍ଦ୍ରାଂଚଳ ଡିଆଇଜି ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବାକୁ ନିର୍ଦ୍ଦେଶନାମା ଜାରି ହୋଇଛି।












Click it and Unblock the Notifications