ଜୟ ନାରାୟଣଙ୍କ ବିସ୍ଫୋରକ ବୟାନ, କହିଲେ ଗୃହକୁ କଣ ପାଣ୍ଡିଆନ ଚଳାଇବେ

ବିଧାନସଭାରେ ଜୟନାରାୟଣଙ୍କ ବିସ୍ଫୋରକ ବୟାନ । ପଏଣ୍ଟ ଅଫ୍‌ ଅର୍ଡର ଉଠାଇ ବିରୋଧୀଙ୍କୁ ଟାର୍ଗେଟ୍‌ କଲେ ଜୟ ନାରାୟଣ ମିଶ୍ର। ଚାଷୀ ପ୍ରସଙ୍ଗରେ ମୁଲତବି ଆଣିଥିଲେ ବିରୋଧୀ, ଆଲୋଚନା ଚାହୁଁଥିଲୁ' କିନ୍ତୁ କଣ ପାଇଁ ଗୃହକୁ କାଲିଠାରୁ ମୁଲତବି କରାଯାଉଛି' ।

jay narayan mishra

ଗୃହ ଅଚଳକୁ ନେଇ ଶାସକ ବିରୋଧୀ ମୁହାଁମୁହିଁ । ଚାଷୀଙ୍କ ସମସ୍ୟାକୁ ନେଇ ସରକାର ମଧ୍ୟ ଆଲୋଚନା ପାଇଁ ରାଜି ଥିଲେ, କିନ୍ତୁ କଣ ପାଇଁ କାଲିଠାରୁ ଆଜି ପର୍ୟ୍ୟନ୍ତ ଗୃହକୁ ମୁଲତବି କରାଯାଇଛି ।

ଲବିରେ କିଛି ବିଜେଡ଼ି ବିଧାୟକଙ୍କ ସହ ଆଲୋଚନା କରୁଥିଲି, ସେମାନେ କହିଲେ ପାଣ୍ଡିଆନ କହିଲା ବୋଲି ଆମେ ଏମିତି କଲୁ । ଏ ଗୃହକୁ କଣ ପାଣ୍ଡିଆନ ଚଳେଇବେ । ଦରି ବୁହା, ଟେଣ୍ଟ ବୁହା ଏଠିକି ଆସି ବଡ଼ କଥା କହୁଛନ୍ତି । କିଏ ଗୋଟେ ବାହାର ଲୋକ କହିବେ ଆଉ ଗୃହକୁ ବନ୍ଦ କରିଦିଆଯିବ । ଏଥିପାଇଁ ବିଜେଡ଼ି ସଦସ୍ୟ କ୍ଷମା ମାଗିବା ଦରକାର । ପାଣ୍ଡିଆନଙ୍କ ନମ୍ବର ୱାନ ଚାମଚା ହେବା ପାଇଁ ପ୍ରତିଯୋଗିତା ଚାଲିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+