ଯାଜପୁର କୋରେଇ ଟ୍ରେନ୍ ଦୁର୍ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଯାଜପୁର କୋରେଇ ଟ୍ରେନ୍ ଦୁର୍ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଯାଜପୁର କୋରେଇ ରେଳ ଷ୍ଟେସନରେ ବଡ଼ ଟ୍ରେନ୍ ଦୁର୍ଘଟଣା । ମାଲବାହୀ ଟ୍ରେନ୍ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଗୁରୁତର ଆହତ ହୋଇଛନ୍ତି । ଏହି ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ରାଜ୍ୟ ସରକାରଙ୍କର ତରଫରୁ ମୃତଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ । ଏହା ସହ ଆବଶ୍ୟକ ଚିକିତ୍ସା ଯୋଗାଇଦେବା ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

Naveen Patnaik
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+