ଯାଜପୁର କୋରେଇ ଦୁର୍ଘଟଣା: ଜାରି ହେଲା ହେଲ୍ପ ଲାଇନ୍ ନମ୍ବର

ଯାଜପୁର କୋରେଇ ଦୁର୍ଘଟଣା: ଜାରି ହେଲା ହେଲ୍ପ ଲାଇନ୍ ନମ୍ବର

ଯାଜପୁର: ଯାଜପୁର କୋରେଇ ରେଳ ଦୁର୍ଘଟଣା । ପୂର୍ବତଟ ରେଳବାଇ ପକ୍ଷରୁ ଜାରି ହେଲା ହେଲ୍ପ ଲାଇନ୍ ନମ୍ବର । କୋରେଇ ଷ୍ଟେସନ-୮୪୫୫୮୮୯୯୦୫, ଭୁବନେଶ୍ୱର ପାଇଁ- ୦୬୭୪-୨୫୩୪୦୨୦ । ଖୋର୍ଦ୍ଧା ରୋଡ୍ କଣ୍ଟ୍ରୋଲ ନମ୍ବର ୦୬୭୪-୨୪୯୨୨୪୫ ।

Jajpur Karoi Goods Train Accident

ସୂଚନା ଅନୁସାରେ, ଆଜି ସକାଳ ପ୍ରାୟ ୬ ଟା ୪୪ ମିନିଟରେ ଏକ ମାଲବାହୀ ଟ୍ରେନ୍ ଭାରସ୍ୟାମ ହରାଇ ଯାଜପୁର କୋରେଇ ଷ୍ଟେସନରେ ପଶିଯାଇଥିଲା । ଟ୍ରେନଟି ଦ୍ରୁତ ଗତିରେ ଥିବାରୁ ୧୦ରୁ ଅଧିକ ବଗି ଲାଇନଚ୍ୟୁତ ହୋଇଛି । ଏହି ବଗି ଗୁଡିକ ମଧ୍ୟରୁ ପ୍ରାୟ ୩ରୁ ୪ଟି ବଗି ଯାତ୍ରୀ ବିଶ୍ରାମାଗାର ଉପରକୁ ମାଡି ଯାଇଥିଲା । ସେହି ସମୟରେ ବହୁ ଲୋକ ସେଠି ଟ୍ରେନକୁ ଅପେକ୍ଷା କରି ଛିଡା ହୋଇଥିଲେ । ଘଟଣା ସ୍ଥଳରେ ଟ୍ରେନ୍ ବଗି ତଳେ ଚାପି ହୋଇ ୩ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ଦୁର୍ଘଟଣା ପାଇଁ ୮ଟି ଟ୍ରେନ୍ ଚଳାଚଳ ବାତିଲ୍ କରାଯାଇଥିବା ବେଲେ ୧୨ଟି ଟ୍ରେନର ମାର୍ଗ ପରିବର୍ତ୍ତନ କରାଯାଇଥିବା ନେଇ ସୂଚନା ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+