ପ୍ରତି ପଞ୍ଚାୟତରେ ଖୋଲିବ ଜନପୋଷଣ କେନ୍ଦ୍ର; ରିହାତି ଦରରେ ରାସନ ସାମଗ୍ରୀ

ପ୍ରତି ପଞ୍ଚାୟତରେ ଖୋଲିବ ଜନପୋଷଣ କେନ୍ଦ୍ର । ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର ।
ରିହାତି ଦରରେ ରାସନ ସାମଗ୍ରୀ ଯୋଗାଇ ଦିଆଯିବ'। ଚାଉଳ, ଅଟା, ଚିନି, ଲୁଣ, ଡାଲି ପରି ଅତ୍ୟାବଶ୍ୟକୀୟ ସାମଗ୍ରୀ ମିଳିବ । ପ୍ରଥମେ ୫ଟି ପୋଷଣ କେନ୍ଦ୍ର ଖୋଲିବାକୁ ଯୋଜନା ବୋଲି କହିଲେ ମନ୍ତ୍ରୀ ।

Jan Poshan Kendras to open in every Panchayat
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+