ନବୋଦୟ ବିଦ୍ୟାଳୟ କ୍ୟାମ୍ପସରେ ଜଣ୍ଡିସ୍ ବ୍ୟାପିବା ଘଟଣା, ନିଲମ୍ବନ ହେଲେ ପ୍ରିନ୍ସିପାଲ
ଖୋର୍ଦ୍ଧା ଗୁରୁଜଙ୍ଗ ଜବାହାର ନବୋଦୟ ବିଦ୍ୟାଳୟ କ୍ୟାମ୍ପସରେ ଜଣ୍ଡିସ୍ ବ୍ୟାପିବା ଘଟଣା । ନିଲମ୍ବନ ହେଲେ ପ୍ରିନ୍ସିପାଲ କବିତା କର । ଭାଇସ୍ ପ୍ରିନ୍ସିପାଲ୍ ନୃସିଂହ ଚରଣ ଚକ୍ରଙ୍କୁ ଭାରପ୍ରାପ୍ତ ପ୍ରିନ୍ୟପାଲ୍ ଦାୟିତ୍ବ ଭାର ଦିଆଯାଇଛି । ନବୋଦୟ ବିଦ୍ୟାଳୟ ସମିତି କର୍ତୃପକ୍ଷ ଏନେଇ ନିର୍ଦ୍ଦେଶାନାମା ଜାରି କରିଛନ୍ତି । ନିଲମ୍ବିତ ପ୍ରିନ୍ସପାଲ୍ ଶ୍ରୀମତୀ କରଙ୍କୁ ଭୋପାଳ ସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟକୁ ସ୍ଥାନାନ୍ତର କରାଯାଇଛି ।













Click it and Unblock the Notifications