Get Updates
Get notified of breaking news, exclusive insights, and must-see stories!

ନବୋଦୟ ବିଦ୍ୟାଳୟ କ୍ୟାମ୍ପସରେ ଜଣ୍ଡିସ୍ ବ୍ୟାପିବା ଘଟଣା, ନିଲମ୍ବନ ହେଲେ ପ୍ରିନ୍ସିପାଲ

ଖୋର୍ଦ୍ଧା ଗୁରୁଜଙ୍ଗ ଜବାହାର ନବୋଦୟ ବିଦ୍ୟାଳୟ କ୍ୟାମ୍ପସରେ ଜଣ୍ଡିସ୍ ବ୍ୟାପିବା ଘଟଣା । ନିଲମ୍ବନ ହେଲେ ପ୍ରିନ୍ସିପାଲ କବିତା କର । ଭାଇସ୍‌ ପ୍ରିନ୍‌ସିପାଲ୍ ନୃସିଂହ ଚରଣ ଚକ୍ରଙ୍କୁ ଭାରପ୍ରାପ୍ତ ପ୍ରିନ୍ୟପାଲ୍ ଦାୟିତ୍ବ ଭାର ଦିଆଯାଇଛି । ନବୋଦୟ ବିଦ୍ୟାଳୟ ସମିତି କର୍ତୃପକ୍ଷ ଏନେଇ ନିର୍ଦ୍ଦେଶାନାମା ଜାରି କରିଛନ୍ତି । ନିଲମ୍ବିତ ପ୍ରିନ୍ସପାଲ୍ ଶ୍ରୀମତୀ କରଙ୍କୁ ଭୋପାଳ ସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟକୁ ସ୍ଥାନାନ୍ତର କରାଯାଇଛି ।

principal suspended
ବିଦ୍ୟାଳୟ କର୍ତୃପକ୍ଷଙ୍କର ଘୋର ଅବହେଳା କାରଣରୁ ବିଦ୍ୟାଳୟରେ ଜଣ୍ଡିସ୍‌ ବ୍ୟାପକ ରୂପ ନେଇଥିଲା । ପରିସ୍ଥିତି ଏମିତି ହୋଇଥିଲା ଯେ, କଥା ଖୋର୍ଦ୍ଧାରୁ ଦିଲ୍ଲୀ ଯାଏ ଯାଇଥିଲା। ଦିଲ୍ଲୀ ଟିମ୍‌, ଭୋପାଳ ଟିମ୍‌ ଆସି କ୍ୟାମ୍ପସ୍‌ ପରିସ୍ଥିତି ଯାଞ୍ଚ କରିବାକୁ ବାଧ୍ୟ ହୋଇଥିଲେ । ପ୍ରାୟ ୯୦ରୁ ଅଧିକ ବିଦ୍ୟାର୍ଥୀ, ସ୍କୁଲ୍ କର୍ମଚାରୀ ଜଣ୍ଡିସ୍‌ କବଳରେ ଆକ୍ରାନ୍ତ ହୋଇଥିଲେ । ସଂକ୍ରମଣ ବଢ଼ିବା ହେବା କାରଣରୁ ସ୍କୁଲ୍ କର୍ତୃପକ୍ଷ ବିଦ୍ୟାଳୟକୁ ବନ୍ଦ କରିବାକୁ ବାଧ୍ୟ ହୋଇଥିଲେ ।
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+