ବିଜେଡି ଛାଡ଼ିବା ନେଇ ଜୟ ଢୋଲକିଆଙ୍କ ପ୍ରତିକ୍ରିୟା, କହିଲେ ଅସୁସ୍ଥ ଥିଲା ବେଳେ ବିଜେଡି ବାପାଙ୍କୁ ପଚାରିଲା ନାହିଁ

ବିଜେଡି ଛାଡ଼ିବା ନେଇ ଜୟ ଢୋଲକିଆଙ୍କ ପ୍ରତିକ୍ରିୟା । ଅସୁସ୍ଥ ଥିଲା ବେଳେ ବିଜେଡି ପଚାରିଲା ନାହିଁ ବାପାଙ୍କୁ' । ଯେଉଁ ନେତା ପାର୍ଟିରେ ଜୀବନ ସାରା ରହିଲେ, ତାଙ୍କୁ ନା ଫୋନ କଲେ ନା ସହଯୋଗ । ବାପାଙ୍କ ଦଶାହ କାର୍ଯ୍ୟକ୍ରମ ପ୍ରସ୍ତୁତି ବୈଠକରେ ବି ମତେ ଡକା ଯାଇନଥିଲା' । ମୁଁ ପୁଅ ହେଇ ବି ମତେ ସେମାନେ ଡାକି ନଥିଲେ । ଯେଉଁଥିପାଇଁ ମୁଁ ସେ ଦଳ ଛାଡ଼ିଲି କହିଲେ ଜୟ ଢୋଲକିଆ । ବାପାଙ୍କ ସ୍ଵପ୍ନ ଥିଲା ଯେ ନୂଆପଡ଼ାକୁ ଏକ ନମ୍ବର କରିବା' । ତେଣୁ ବାପାଙ୍କ ସ୍ଵପ୍ନ ପୂରଣ କରିବାକୁ ବିଜେପିକୁ ଆସିଲି' । ବିଜେଡିରେ ଏହା ସମ୍ଭବ ହୋଇ ନଥାନ୍ତା କହିଲେ ଜୟ ।

Jay Dholakia
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+