ନୂଆପଡ଼ା ଉପନିର୍ବାଚନରେ ବିଜେପିର ବିଜୟ ହେବ କହିଲେ ଜୟନାରାୟଣ, ବିଜେଡିକୁ କଲେ ଟାର୍ଗେଟ

ନୂଆପଡ଼ା ଉପନିର୍ବାଚନରେ ବିଜେପିର ବିଜୟ ହେବ କହିଲେ ଜୟନାରାୟଣ । ବରିଷ୍ଠ ବିଜେପି ବିଧାୟକ ଜୟନାରାୟଣ ମିଶ୍ରଙ୍କ ପ୍ରତିକ୍ରିୟା। ରାଜନୀତି ଯେଉଁଭଳି ମୋଡ଼ ନେଉଛି ବିଜେଡି ବିଲୁପ୍ତ ହେବ' । ବିଜେଡିକୁ ବଞ୍ଚେଇ ରଖିବା ପାଇଁ ଚାହୁଁଛନ୍ତି କେନ୍ଦ୍ରୀୟ ନେତୃତ୍ୱ । ଆମେ ମଧ୍ୟ ଚାହୁଁ ନାହୁଁ ବିଜେଡି ବିଲୁପ୍ତ ହୋଇଯାଉ' । ନୂଆପଡ଼ାରେ ବିଜେପି ଏକପାଖିଆ ଜିତିବ ବୋଲି କହିଛନ୍ତି ଜୟନାରାୟଣ । ବିଜେଡି ପାଖେ ପ୍ରାର୍ଥୀ ନଥିଲା, ଜିଲ୍ଲା ଡେଇଁ ଅତାବିରାରୁ ପ୍ରାର୍ଥୀ କଲେ ।
ବିଜେଡି ଲଢ଼ିବା ଭଳି ଲାଗୁନି, କେବଳ ଫିଲ୍ ଅନ୍ ଦ ବ୍ଲାଙ୍କସ୍'। କଂଗ୍ରେସକୁ ଲୋକେ ପ୍ରତ୍ୟାଖାନ କରିଛନ୍ତି, ପ୍ରାର୍ଥୀଙ୍କୁ ବହିଷ୍କାର କରିଛନ୍ତି' ।

Jayanarayan
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+