କାନ୍ଥ ତାଡି ଲୁଟିନେଲେ କୋଟିଏ ଟଙ୍କାର ଅଳଙ୍କାର
କାନ୍ଥ ତାଡି ଲୁଟିନେଲେ କୋଟିଏ ଟଙ୍କାର ଅଳଙ୍କାର । ବାଲେଶ୍ଵର ଜିଲ୍ଲା ସୋର ଥାନା କେଶରୀପୁର ଫଟାଅର୍ଜୁନ ଛକ ସ୍ଥିତ ନୀଳମଣି ଜୁଏଲାରିରୁ ଲୁଟ୍ । ଗତକାଲି ଦୋକାନ ବନ୍ଦ କରି ମାଲିକ ଘରକୁ ଯାଇଥିବା ବେଳେ କାନ୍ଥ ତାଡି ୫୦୦ ଗ୍ରାମ ସୁନା ଓ ୫କେଜି ରୁପା ଲୁଟି ନେଇଛନ୍ତି ଦୁର୍ବୃତ୍ତ । ନଗଦ ୧୦ହଜାର ଟଙ୍କା ଲୁଟ ହୋଇଥିବା ନେଇ ସୋର ଥାନାରେ ଅଭିଯୋଗ । ଅଭିଯୋଗ ପରେ ସୋର ପୋଲିସ ଘଟଣା ସ୍ଥଳରେ ପହଁଚି ଛାନଭିନ କରୁଛି।

More From
-
ବ୍ରିଟେନକୁ ସିଧାସଳଖ ଚେତାବନୀ ଦେଲା ଇରାନ, କହିଲା ଆମେରିକାକୁ ସାହାଯ୍ୟ କରିବା ପଡ଼ିବ ମହଙ୍ଗା -
ମାର୍ଚ୍ଚ ଶେଷ ସପ୍ତାହରେ ପ୍ରଳୟ କରିବ କାଳବୈଶାଖୀ -
ଘରୋଇ ବସ୍ରେ ଅଗ୍ନିକାଣ୍ଡ, ବିଧାୟକ ମଙ୍ଗୁ ଖିଲଙ୍କ ସମେତ ସମସ୍ତ ଯାତ୍ରୀ ସୁରକ୍ଷିତ ଉଦ୍ଧାର -
ନାଟୋ'କୁ ଭୀରୁ କହି ବର୍ଷିଲେ ଆମେରିକା ରାଷ୍ଟ୍ରପତି ଟ୍ରମ୍ପ୍ -
ଓଡ଼ିଆ ଖାଦ୍ୟ ପଖାଳକୁ ମିଳିଲା ଅନ୍ତର୍ଜାତୀୟ ପରିଚୟ -
Zomatoରୁ ଖାଇବା ଅର୍ଡର କରିବା ହେଲା ମହଙ୍ଗା, ବଢ଼ିଲା ପ୍ଲାଟଫର୍ମ ଫିସ୍ -
ଆଜି ପବିତ୍ର ଇଦ୍-ଉଲ୍-ଫିତର୍, ଆଲିଙ୍ଗନ କରି ଜଣାଉଛନ୍ତି ଶୁଭେଚ୍ଛା





Click it and Unblock the Notifications