Jharkhand Assembly Election 2024: ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ମୋହନ ମାଝୀ ଷ୍ଟାର ପ୍ରଚାରକ । ଝାଡଖଣ୍ଡ ସାଧାରଣ ନିର୍ବାଚନ ପାଇଁ ଷ୍ଟାର ପ୍ରଚାରକ ତାଲିକା ଜାରି । ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ଆଗକୁ ଝାଡଖଣ୍ଡ ଓ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ। ତେବେ ଝାଡଖଣ୍ଡ ନିର୍ବାଚନକୁ ନେଇ ସବୁ ଦଳ ବଳ କଷାକଷି ଆରମ୍ଭ କରିଥିବାବେଳେ ଜାତୀୟ ରାଜନୀତି ସରଗରମ ହୋଇଛି। ଏବେ ଝାଡଖଣ୍ଡରେ ଭାଜପା ଓ ଇଣ୍ଡିଆ ମେଣ୍ଟ ଭିତରେ ସିଧା ଲଢେଇ ହେବାକୁ ଯାଉଛି ।

ତେବେ ଏହାରି ଭିତରେ ଭାଜପା ଝାଡଖଣ୍ଡ ପାଇଁ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରିଛି । ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଜାରି କରିଛି ଭାଜପା। ସବୁଠାରୁ ବିଶେଷ କଥା ହେଉଛି ଏହି ଷ୍ଟାର ପ୍ରଚାରକ ତାଲିକାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଅଛନ୍ତି । ଏହା ବ୍ୟତୀତ ତାଲିକାରେ ପ୍ରଧାନମନ୍ତ୍ରୀ ମୋଦି, ଜେ.ପି ନଡ୍ଡା, ରାଜନାଥ ସିଂହ, ଅମିତ ଶାହ, ନୀତିନ ଗଡ଼କରୀ, ଶିବରାଜ ସିଂ ଚୌହାନ ସ୍ଥାନ ପାଇଛନ୍ତି ।

Jharkhand Assembly Election 2024
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+