କରୋନା ନେଲା ଆଉ ଜଣେ ସାମ୍ବାଦିକଙ୍କ ଜୀବନ

କରୋନା କବଳରେ ପଢି ଯାଇଛି ଆଉ ଜଣେ ସାମ୍ବାଦିକଙ୍କ ଜୀବନ । କରୋନା ସଂକ୍ରମଣରେ ପ୍ରାଣ ହରାଇଥିବା ଆଉ ଜଣେ ସାମ୍ବାଦିକ ହେଉଛନ୍ତି ସମ୍ବଲପୁରର ବରିଷ୍ଠ ସାମ୍ବାଦିକ ମାନସ ରଞ୍ଜନ ଜୟପୁରୀଆ ।

ଭୁବନେଶ୍ବର: ଦିନକୁ ଦିନ ବଢିବାରେ ଲାଗିଛି କରୋନାର କରାଳ ରୂପ । ଦୈନିକ ସଂକ୍ରମଣ ବଢି ଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ କମିବାରେ ନାଁ ନେଉ ନାହିଁ । ତେବେ କରୋନା କବଳରେ ପଡି ଯାଇଛି ଆଉ ଜଣେ ସାମ୍ବାଦିକଙ୍କ ଜୀବନ । କରୋନା ସଂକ୍ରମଣରେ ପ୍ରାଣ ହରାଇଥିବା ଆଉ ଜଣେ ସାମ୍ବାଦିକ ହେଉଛନ୍ତି ସମ୍ବଲପୁରର ବରିଷ୍ଠ ସାମ୍ବାଦିକ ମାନସ ରଞ୍ଜନ ଜୟପୁରୀଆ ।

Manas Ranjan Jaipuria

ମାନସ ଓଡିଶା ଗଣମାଧ୍ୟମ ଜଗତର ଜଣେ ଜଣାଶୁଣା ଚେହେରା । ଅନେକ ଘରୋଇ ଟିଭି ଚ୍ୟାନେଲରେ କାମ କରିଛନ୍ତି ମାନସ । ତାଙ୍କର ଅନେକ ଖବର ମଧ୍ୟ ବିଭିନ୍ନ ଗଣମାଧ୍ୟମରେ ପ୍ରକାଶିତ ହୋଇଛି । ଏବେ ସେ ନୂଆଦିଲ୍ଲୀ ସ୍ଥିତ ଜି ମିଡ଼ିଆରେ କାମ କରୁଥିଲେ । ତେବେ ଦିଲ୍ଲୀରେ କାର୍ଯ୍ୟକରୁଥିବା ବେଳେ ସେ ଅସୁସ୍ଥ ହୋଇପଡିଥିଲେ । ଯାହା ପରେ ସେ ସମ୍ବଲପୁର ଫେରି ଆସି ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଯେଉଁଠାରେ ତାଙ୍କର ଦେହାନ୍ତ ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+