Get Updates
Get notified of breaking news, exclusive insights, and must-see stories!

ଓଡ଼ିଶାରେ ଜେ.ପି ନଡ୍ଡା: ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନାରେ କରିବେ ଶୁଭାରମ୍ଭ

JP Nadda: ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଲେ ଜେ.ପି ନଡ୍ଡା । ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନାରେ ଶୁଭାରମ୍ଭ କରିବେ ନଡ୍ଡା ।

JP Nadda

ଆଜିଠୁ ଓଡ଼ିଶାରେ ଆୟୁଷ୍ମାନ ଭାରତ ଓ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନା । କଟକ ବାଲିଯାତ୍ରା ପଡିଆରେ ଅନୁଷ୍ଠିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏହି ଯୋଜନାର ଶୁଭାରମ୍ଭ କରିବେ କେନ୍ଦ୍ରମନ୍ତ୍ରୀ ଜେପି ନଡ୍ଡା, ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଓ ଅନ୍ୟମାନେ ଉପସ୍ଥିତ ରହିବେ । କଟକ ପରେ ୧୨ଟି ଜିଲ୍ଲାରେ କାର୍ଯ୍ୟକ୍ରମରେ ଶୁଭାରମ୍ଭ କରିବେ ମନ୍ତ୍ରୀ । ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ମଧ୍ୟ ଆରମ୍ଭ ହେବ ।

ସେହିପରି ଆସନ୍ତାକାଲି ଅନୁଷ୍ଠିତ ହେବ ବିଧାୟକଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ । ବିଜେପି କର୍ମଶାଳାରେ ବିଧାୟକଙ୍କୁ ତାଲିମ ଦେବେ ଜେପି ନଡ୍ଡା । ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକଙ୍କ ସୂଚନା ଦେଇଛନ୍ତି । ନୂଆ ବିଧାୟକଙ୍କୁ ସରକାର କିପରି ଚାଲେ ସେ ନେଇ ଗୁରୁମନ୍ତ୍ର ଦେବେ ନଡ୍ଡା । ଏହି କାର୍ଯ୍ୟକ୍ରମରେ ଅଭିଜ୍ଞ ସମ୍ପନ୍ନ ନେତାଙ୍କ ଠାରୁ ଆରମ୍ଭ କରି ନବାଗତମାନେ ଯୋଗ ଦେବେ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+