Get Updates
Get notified of breaking news, exclusive insights, and must-see stories!

ଏପ୍ରିଲରେ ଓଡ଼ିଶା ଆସିବେ ଜେପି ନଡ୍ଡା

JP Nadda Odisha Visit: ଓଡ଼ିଶା ଗସ୍ତରେ ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ଏପ୍ରିଲ ୧୨ ତାରିଖରେ ଓଡ଼ିଶା ଆସିବେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ । ଏନେଇ ବିଜେପି ସାଂସଦ ସୁକାନ୍ତ ପାଣିଗ୍ରାହୀ ସୂଚନା ଦେଇଛନ୍ତି । ଏହି ଗସ୍ତ ସମୟରେ ବିଭିନ୍ନ ସରକାରୀ ପ୍ରକଳ୍ପର ଉଦଘାଟନ କରିବେ ଏଥି ସହ ବିଜେପିର ସାଙ୍ଗଠନିକ କାର୍ଯ୍ୟକ୍ରମରେ ଯୋଗ ଦେବେ ନଡ୍ଡା ।

JP Nadda To Visit Odisha

ଗୁରୁତ୍ୱପୂର୍ଣ୍ଣ କଥା ହେଲା ଜେପି ନଡ୍ଡାଙ୍କ ଓଡ଼ିଶା ଗସ୍ତରେ ପରେ ହିଁ ବିଜେପି ରାଜ୍ୟ ସଭାପତିଙ୍କ ନାଁ ଘୋଷଣା କରାଯିବା ନେଇ ସୂଚନା ରହିଛି । ପ୍ରଥମେ ବିଜେପି ରାଷ୍ଟ୍ରୀୟ ସଭାପତିଙ୍କ ପରେ ବିଜେପି ରାଜ୍ୟ ସଭାପତିଙ୍କ ନାଁ ଘୋଷଣା କରାଯାଇ ପାରେ । ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ପାର୍ଟି ନିଶ୍ଚିତ କରି ନାହିଁ ଯେ କିଏ ହେବେ ରାଜ୍ୟର ନୂତନ ବିଜେପି ସଭାପତି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+