ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଜେଏସପିଏଲ ମୁଖ୍ୟ ନବୀନ ଜିନ୍ଦଲ

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନବୀନ ଜିନ୍ଦଲ । ରାଜ୍ୟ ଅତିଥି ଭବନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭେଟିଛନ୍ତି ଜେଏସପିଏଲ ମୁଖ୍ୟ ନବୀନ ଜିନ୍ଦଲ । ଭାରତୀୟ ଇସ୍ପାତ ସଂଘ ପକ୍ଷରୁ ସୌଜନ୍ୟମୂଳକ ଭାବେ ସାକ୍ଷାତ କରିଛନ୍ତି। ବିଭିନ୍ନ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ସହ ସେ ଆଲୋଚନା କରିଛନ୍ତି ।

Mohan Charan Majhi

ଏହି ଅବସରରେ ଅନୁଗୁଳ ଜିନ୍ଦଲ ପ୍ଲାଣ୍ଟ ବିଶ୍ବର ସର୍ବବୃହତ ଷ୍ଟିଲ ପ୍ଲାଣ୍ଟ ହେବ ବୋଲି ସେ କହିଛନ୍ତି । ବର୍ଷକ ମଧ୍ୟରେ ଦୁଇ ଗୁଣା ବୃଦ୍ଧି ପାଇବ ଇସ୍ପାତ ଉତ୍ପାଦନ କ୍ଷମତା । ୨୦୧୫ ସୁଦ୍ଧ ସରିବ ଷ୍ଟିଲ ପ୍ଲାଣ୍ଟର ସମ୍ପ୍ରସାରଣ କାର୍ଯ୍ୟ ।

ଅନୁଗୁଳ ଜିଲ୍ଲାରୁ ବାର୍ଷିକ ୧୨ ନିୟୁତ ଟନ ଇସ୍ପାତ ଉତ୍ପାଦନ କରାଯିବ । ଆଗକୁ ଜିନ୍ଦଲ ପ୍ଲାଣ୍ଟର ଉତ୍ପାଦନ କ୍ଷମତା ୨୫ ନିୟୁତ ଟନକୁ ବୃଦ୍ଧି କରିବାର ଲକ୍ଷ୍ୟ ରଖାଯାଇଥିବା କହିଛନ୍ତି ଜେଏସପିଏଲ ମୁଖ୍ୟ ନବୀନ ଜିନ୍ଦଲ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+