ମୋଦିଙ୍କ କ୍ୟାବିନେଟର ସ୍ଥନ ପାଇଲେ ଜୁଏଲ , ନେଲେ ଶପଥ
ନୂଆଦିଲ୍ଲ: ପୁଣି ତୃତୀୟ ଥର ପାଇଁ ଆରମ୍ଭ ହେଲା ମୋଦି ସରକାରଙ୍କ ଶାସନ । ଦେଶର ଦ୍ୱିତୀୟ ପ୍ରଧାନମନ୍ତ୍ରୀଭାବେ ତୃତୀୟ ଥର ପାଇଁ ଶପଥ ଗ୍ରହଣ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମୋଦୀଙ୍କ ଏହି ପାଳିରେ ମଧ୍ୟ ଓଡ଼ିଶାର ସାଂସଦଙ୍କୁ ଗୁରୁତ୍ୱ ଦିଆଯାଇଛି । ଓଡ଼ିଆ ପୁଅ ଧର୍ମେନ୍ଦ୍ର ପ୍ରଧାନଙ୍କ ପରେ ଜୁଏଲ ଓରାମ ମଧ୍ୟ କ୍ୟାବିନେଟ୍ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ।

ସେହିପରି ଓଡ଼ିଶାରୁ ରାଜ୍ୟସଭା ସାଂସଦ ଅଶ୍ୱିନୀ ବୈଷ୍ଣବ ମଧ୍ୟ କ୍ୟାବିନେଟ୍ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । ତାଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଶପଥ ପାଠ କରାଇଛନ୍ତି ।












Click it and Unblock the Notifications