Get Updates
Get notified of breaking news, exclusive insights, and must-see stories!

ବଢିଲା କନିଷ୍ଠ ଶିକ୍ଷକଙ୍କ ଦରମା: ମାସିକ ଦରମା ୧୩,୮୦୦ରୁ ୨୦ ହଜାରକୁ ବୃଦ୍ଧି

Odisha News: ରାଜ୍ୟରେ ଥିବା ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡ଼ିକରେ ନିୟୋଜିତ ହୋଇଥିବା କନିଷ୍ଠ ଶିକ୍ଷକ (Junior Teacher) (ଯେଉଁମାନେ ଯୋଜନା ଭିତ୍ତିକ ପଦବୀରେ ୩ ବର୍ଷ କାର୍ଯ୍ୟ କରିସାରିଛନ୍ତି) ସେମାନଙ୍କର ବିଭିନ୍ନ ଦାବୀକୁ ବିଚାରକୁ ନେଇ ସରକାର ତାଙ୍କ ମାସିକ ପାରିଶ୍ରମିକ ୧୩,୮୦୦ ପରିବର୍ତ୍ତେ ୨୦,୦୦୦ ଟଙ୍କା କରିବା ପାଇଁ ସ୍ଥିର କରିଛନ୍ତି ।

ବର୍ଦ୍ଧିତ ଦରମା ପିଛିଲା ଭଆବେ ୨୦୨୩ ଜାନୁଆରୀ ପହିଲାରୁ ଲାଗୁ ହେବ । ଏହା ଦ୍ୱାରା ରାଜ୍ୟର କାର୍ଯ୍ୟରତ ୧୨,୭୮୪ ଜଣ କନିଷ୍ଠ ଶିକ୍ଷକ ଉପକୃତ ହେବେ । ଏଥିପାଇଁ ଅତିରିକ୍ତ ୯୫ କୋଟି ଟଙ୍କା ବାର୍ଷିକ ଖର୍ଚ୍ଚ ହେବ।

Naveen Patnaik Junior Teacher Salary Hike In Odisha

ସୂଚନାଯୋଗ୍ୟ ଯେ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ଅବସରରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ନିୟୋଜିତ ଥିବା କନିଷ୍ଠ ଶିକ୍ଷକମାନେ ସେମାନଙ୍କ ଅସୁବିଧା ସଂପର୍କରେ ଦୃଷ୍ଟି ଆକର୍ଷଣ କରିଥିଲେ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+