Get Updates
Get notified of breaking news, exclusive insights, and must-see stories!

ବଦଳିଲା କଳାହାଣ୍ଡି ବିଶ୍ୱବିଦ୍ୟାଳର ନାଁ, ଏବେ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ଭାବେ ପରିଚିତ

Kalahandi University's Name Changed To Maa Manikeswari: ବଦଳିଲା କଳାହାଣ୍ଡି ବିଶ୍ୱବିଦ୍ୟାଳର ନାଁ । ବର୍ତ୍ତମାନ ଏହା ମା' ମାଣିକେଶ୍ୱେରୀ ବିଦ୍ୟାଳୟ, ଭବାନୀପାଟଣା ନାମରେ ପରିଚିତ ହେବ । ଏନେଇ ଉଚ୍ଚଶିକ୍ଷା ବିଭାଗର ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି ।

ସୂଚନା ଅନୁସାରେ ମୋଟ୍ ୫୦ କଲେଜକୁ ନେଇ ୨୦୨୦ରେ କଳାହାଣ୍ଡି ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରାଯାଇଥିଲା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ନଭେମ୍ବର ପହିଲା କଳାହାଣ୍ତି ଗସ୍ତ ସମୟରେ ଏହି ବିଶ୍ୱବିଦ୍ୟାଳୟର ନାମକୁ ମାଣିକେଶ୍ୱେରୀଙ୍କ ନାଁରେ ପରିବର୍ତ୍ତନ କରିବା ନେଇ ଘୋଷଣା କରିଥିଲେ । ଯାହା ଆଜିଠୁ ଲାଗୁ କରାଯାଇଛି, ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଜାରି କରାଯାଇଛି ।

Kalahandi University

ଆପଣଙ୍କୁ ଜଣାଇବା ପାଇଁ ଚାହିଁବୁ ଯେ, ମୋଟ୍ ୫୦ଟି କେଲଜକୁ ନେଇ ୨୦୨୦ ମସିହା ସେପ୍ଟେମ୍ବର ମାସରେ କଳାହାଣ୍ତି ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠା କରାଯାଇଥିଲା । ଯାହାର ନାଁ ଆଜି ବିଧିବଦ୍ଧ ଭାବେ ଉଚ୍ଚଶିକ୍ଷା ବିଭାଗର ପରିବର୍ତ୍ତନ କରାଯାଇଛି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+