ଉପ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା

ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ସହିତ ଶପଥ ନେଇଛନ୍ତି ଦୁଇ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଏବଂ ପ୍ରଭାତୀ ପରିଡ଼ା।

Deputy Chief Minister

ଭୁବେନଶ୍ୱରସ୍ଥିତ ଜନତା ମଇଦାନରେ ଆୟୋଜିତ ଶପଥ ପାଠ ସମାରୋହରେ ମୋହନଙ୍କୁ ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ରଘୁବର ଦାସ। ସେହିପରି ଉପମୁଖ୍ୟମନ୍ତ୍ରୀ ଭାବେ କନକ ବର୍ଦ୍ଧନ ସିଂଦେଓ ଏବଂ ପ୍ରଭାତୀ ପରିଡ଼ା ଶପଥ ନେଇଛନ୍ତି।

ଏହି ଶପଥ ସମାବେଶରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସମେତ ବହୁ ଭିଭିଆଇପି ଉପସ୍ଥିତ ଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+