ବରଗଡ଼ ଧନୁଯାତ୍ରା ପାଇଁ ଘୋଷଣା ହେଲା କଂସଙ୍କ ନାଁ, ଘୋଷଣା କଲେ ଅତିରିକ୍ତ ଜିଲ୍ଲାପାଳ

ସୁଶୀଲ ମେହେର ହେବେ କଂସ । ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବ ପାଇଁ କଂସ ଭୂମିକାରେ ଅଭିନୟ କରିବେ । ୩ ବର୍ଷ ପାଇଁ କଂସ ଭୂମିକାରେ ଅଭିନୟ କରିବେ ବରଗଡ଼ ଜିଲ୍ଲା ଭେଡେନ ବ୍ଲକ ଚିଚିଣ୍ତା ଗ୍ରାମର ସୁଶୀଲ ମେହେର । ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କଳାକାର ସମନ୍ବୟ କମିଟିର ଆବାହକ ତଥା ଅତିରିକ୍ତ ଜିଲ୍ଲାପାଳ ମହେନ୍ଦ୍ର ମହାପାତ୍ର । ୩୫ ଜଣ କଳାକାର ଙ୍କୁ ପଛରେ ପକାଇ ବିଚାରକ ମଣ୍ଡଳୀ ର ହୃଦୟ ଜିଣିଲେ ସୁଶିଲ ମେହେର। ବରଗଡ଼ ଜିଲ୍ଲା ତଥା ଜିଲ୍ଲା ବାହାର ର ଅନେକ ସ୍ଥାନରେ କଂସ , ରାବଣ ଭଳି ବିଭିନ୍ନ ଚରିତ୍ରରେ ଅଭିନୟ କରିଥିଲେ ସୁଦ୍ଧା ପ୍ରଥମ ଥର ବିଶ୍ଵ ପ୍ରସିଦ୍ଧ ବରଗଡ ଧନୁଯାତ୍ରା ମହୋତ୍ସବ ରେ କଂସ ଭୂମିକାରେ ଅଭିନୟ କରିବେ ସୁଶୀଲ ମେହେର । ୪୪ ଜଣ କଳାକାର କଂସ ଭୂମିକା ପାଇଁ ଆବେଦନ କରିଥିବା ବେଳେ ୩୬ ଜଣ କଳାକାର ଅଡିସନ ରେ ଭାଗ ନେଇଥିଲେ ।

Bargarh Dhanu Yatra
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+