ଆସନ୍ତାକାଲିଠୁ ଆରମ୍ଭ ହେଉଛି କାର୍ତ୍ତିକ ମାସର ମହାପଞ୍ଚୁକ ବ୍ରତ । ଏଥିପାଇଁ ଶ୍ରୀକ୍ଷେତ୍ରରେ ସ୍ବତନ୍ତ୍ର ବ୍ୟବସ୍ଥା କରଯାଇଛି। ଏଥର ତିଥି କ୍ଷୟ ଯୋଗୁ ୫ ଦିନ ବଦଳରେ ୪ ଦିନ ପାଳନ କରାଯିବ nbsp; nbsp;ପଞ୍ଚୁକ nbsp;ବ୍ରତ।