ଭିଜିଲାନ୍ସ ଜାଲରେ ସାମାଜିକ ସୁରକ୍ଷା ଅଧିକାରୀ, ୨୦ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଧରିଲା ଭିଜିଲାନ୍ସ।
ଭିଜିଲାନ୍ସ ଜାଲରେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ । କେନ୍ଦୁଝର ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ବିପ୍ଲବ ସାମନ୍ତରାୟ ଗିରଫ । ୨୦ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଧରିଲା ଭିଜିଲାନ୍ସ। ଏକାଧିକ ଏନଜିଓ ଠାରୁ ଫୋନ୍ ପେ ମାଧ୍ୟମରେ ଟଙ୍କା ନେଇଛନ୍ତି ବିପ୍ଳବ । ଏପରିକି ପରିବାର ସଦସ୍ୟ ଓ ଅନ୍ୟ ସମ୍ପର୍କୀୟଙ୍କ ଫୋନ ପେ ମାଧ୍ୟମରେ ଟଙ୍କା ନେଇଛନ୍ତି ।

ସାମାଜିକ ସୁରକ୍ଷା ସ୍କିମ୍ ରେ ଅର୍ଥ କରାଇଦେବାକୁ ଲାଞ୍ଚ ନେଉଥିଲେ । ତାଙ୍କ ଆୟ ବହିର୍ଭୂତ ସମ୍ପତ୍ତିର ଯାଞ୍ଚ କରୁଛି ଭିଜିଲାନ୍ସ । ଏପର୍ଯ୍ୟନ୍ତ ଭୁବନେଶ୍ବରରେ ୧୦ ଟି ପ୍ଲଟ ଠାବ ହୋଇଛି । ଏହାସହ ୩ ହଜାର ସ୍କୋୟାର ଫୁଟର ୩ ମହଲା ଘର ରହିଛି । ଏହାସହ ମଦନପୁରରେ ଏକମହଲା ଘର ଓ ୩ ଏକର ଜମିରେ ଫାର୍ମହାଉସ ରହିଛି ।
More From
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications