କେନ୍ଦୁଝର କେନ୍ଦୁପତ୍ର ଡିଭିଜନ୍‌ DFO ନିତ୍ୟାନନ୍ଦ ନାୟକ ଗିରଫ

କେନ୍ଦୁଝର କେନ୍ଦୁପତ୍ର ଡିଭିଜନ୍‌ DFO ନିତ୍ୟାନନ୍ଦ ନାୟକ ଗିରଫ । ନିତ୍ୟାନନ୍ଦଙ୍କୁ ନିଆଗଲା କେନ୍ଦୁଝର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ। ୩ ଦିନ ହେବ ଚଢାଉ ଜାରି ରଖିଥିଲା ଭିଜିଲାନ୍ସ ଟିମ୍ । ୮ ଲକ୍ଷ ୫୦ ହଜାର ଟଙ୍କା ସହ ସରକାରୀ କ୍ବାର୍ଟର୍ସରୁ ମିଳିଛି ଗୋଟିଏ ବନ୍ଧୁକ ।
DFOଙ୍କ କ୍ବାର୍ଟର୍ସରୁ ଜବତ ହୋଇଛି ୧୦ ଲକ୍ଷରୁ ଅଧିକ ଟଙ୍କା ।

DFO Nityananda Nayak
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+