ଖଲିସ୍ତାନୀ ଆତଙ୍କୀ ପନ୍ନୁର ଧମକପୂର୍ଣ୍ଣ ଇ-ମେଲ ଘଟଣା: ଗୁଗୁଲକୁ ଚିଠି ଲେଖିଲା କ୍ରାଇମବ୍ରାଞ୍ଚ ଏସଟିଏଫ୍

ଖଲିସ୍ତାନୀ ଆତଙ୍କୀ ପନ୍ନୁର ଧମକପୂର୍ଣ୍ଣ ଇ-ମେଲ ଘଟଣାର ଗୁଗୁଲକୁ ଚିଠି ଲେଖିଲା କ୍ରାଇମବ୍ରାଞ୍ଚ ଏସଟିଏଫ୍। କେଉଁ ଆଇପି ଆଡ୍ରେସରୁ ପନ୍ନୁର ଇ-ମେଲରୁ ଅଡିଓ ଆସିଥିଲା ସେନେଇ ତଥ୍ୟ ଦେବାକୁ ଚିଠିରେ ଉଲ୍ଲେଖ କରାଯାଇଛି। ଆବଶ୍ୟକ ପଡ଼ିଲେ ଏନଆଇଏ ମଧ୍ୟ ମାମଲାର ତଦନ୍ତ କରିପାରେ ବୋଲି କୁହାଯାଇଛି।

Khalistani terrorist

ଭୁବନେଶ୍ୱରରେ ଡିଜି ସମ୍ମିଳନୀ ଚାଲିଥିବା ବେଳେ ବରିଷ୍ଠ ସାମ୍ବାଦିକ ଅକ୍ଷୟ ସାହୁଙ୍କୁ ଏକ ଧମକପୂର୍ଣ୍ଣ ମେଲ ପଠାଇଥିଲା ଖଲିସ୍ତାନୀ ଆତଙ୍କୀ ପନ୍ନୁ। ଯେଉଁଥିଲେ ଖଲିସ୍ତାନୀ ଆତଙ୍କୀ ପନ୍ନୁ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରକୁ ଟାର୍ଗେଟ କରିଥିଲା। ଗତ ରବିବାର ଦିନ ଭୁବନେଶ୍ୱର ବିମାନ ବନ୍ଦରରୁ ଉଡ଼ାଣ ନ ଭରିବାକୁ ଇ-ମେଲ୍ ରେ ଅଡିଓ ମେସେଜ କରି ଚେତାବନୀ ଦେଇଥିଲା ଖଲିସ୍ତାନୀ ଆତଙ୍କୀ ପନ୍ନୁ। ଏଥିସହ ଡିଜିପି ସମ୍ମିଳନୀକୁ ଭଣ୍ଡୁର କରିବାକୁ ଧମକ ଦେବାସହ ଭିଡିଓ ଜାରି କରି ଭୁବନେଶ୍ୱରକୁ 'CITY OF TERROR'

ପନ୍ନୁର ଧମକ ପୂର୍ଣ୍ଣ ଇ-ମେଲ ଆସିବା ପରେ ବରିଷ୍ଠ ସାମ୍ବାଦିକ ଅକ୍ଷୟ ସାହୁ ପୁଲିସ କମିଶନରେଟଙ୍କୁ ଜଣାଇଥିଲେ। ପରେ କ୍ରାଇମବ୍ରାଞ୍ଚ ଏହାର ତଦନ୍ତ ଆରମ୍ଭ କରିଥିଲା। ଅକ୍ଷୟଙ୍କ ଅଫିସକୁ ଯାଇ ତଥ୍ୟ ସଂଗ୍ରହ କରି ଫେରିଥିଲା। ପରେ ଗୁଗୁଲକୁ ଚିଠି ଲେଖି ତଥ୍ୟ ମାଗିଛନ୍ତି କ୍ରାଇମବ୍ରାଞ୍ଚ ଏସଟିଏଫ

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+