କିଟ୍ ଜମି ପ୍ରସଙ୍ଗ ; ସରକାରୀ ଓ ଜଙ୍ଗଲ ଜମିକୁ ନେଇ ବଡ ସୂଚନା ଦେଲେ ଆଇନ ମନ୍ତ୍ରୀ, କହିଦେଲେ ବଡ କଥା

କିଟ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ଦ୍ୱାରା ସରକାରୀ ଜମି ଓ ଜଙ୍ଗଲ ଜମି ଜବରଦଖଲ ପ୍ରସଙ୍ଗରେ ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନଙ୍କ ପ୍ରତିକ୍ରିୟା। ଯେଉଁଠି ଯେଉଁଠି ଜବରଦଖଲ ଅଛି, ଜବରଦଖଲମୁକ୍ତ କରିବାକୁ ରାଜସ୍ବ ବିଭାଗ ଓ ଏଇ ବିଭାଗ ପକ୍ଷରୁ ସ୍ପେଶାଲ ଡ୍ରାଇଭ୍ ପାଇଁ ଯୋଜନା ହେଉଛି ।

pruthiraj harichanda

ବହୁତ ଶୀଘ୍ର ଏନେଇ ସଂପୃକ୍ତ ବିଭାଗ ପଦକ୍ଷେପ ନେବେ। ଯେଉଁ ଜଙ୍ଗଲ ଜମି ଅବରୋଧ ହୋଇଛି, ତାହା ବ୍ୟବସାୟିକ ଉଦ୍ଦେଶ୍ୟରେ ହେଉ ବା ବେଆଇନ୍ ଭାବେ ଜବରଦଖଲ ହେଉ, ସେ ବାବଦରେ କାର୍ୟ୍ୟାନୁଷ୍ଠାନ ହେବ ବୋଲି କିଛି ଦିନ ପୂର୍ବରୁ ରାଜସ୍ୱ ମନ୍ତ୍ରୀ ବିଧାନସଭାରେ କହିଥିଲେ ଓ ଏବେ ସେନେଇ ସରକାର ପ୍ରକ୍ରିୟା ଆରମ୍ଭ କରିସାରିଥିବା ମନ୍ତ୍ରୀ କହିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+