କିଟ୍ ନେପାଳୀ ମୃତ୍ୟୁ ମାମଲା: ୧୯ ଜଣଙ୍କ ସାକ୍ଷ୍ୟ ଗ୍ରହଣ ହୋଇଛି

Kiit Case In Assemble: କିଟ୍ ନେପାଳୀ ମୃତ୍ୟୁ ମାମଲାରେ ଏପର୍ଯ୍ୟନ୍ତ ୧୯ ଜଣଙ୍କ ସାକ୍ଷ୍ୟ ଗ୍ରହଣ କରାଯାଇଛି । ଆଜି ଗୃହରେ ଦାସରଥୀ ଗମାଙ୍କ ପ୍ରଶ୍ନରେ ଉଚ୍ଚଶିକ୍ଷା ମନ୍ତ୍ରୀ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଉତ୍ତର ରଖିଛନ୍ତି । ସେ କହିଛନ୍ତି, ରାଜ୍ୟ ସରକାରଙ୍କ ଉଚ୍ଛସ୍ତରୀୟ କମିଟି ତଦନ୍ତ ପ୍ରକ୍ରିୟା ଚାଲୁ ରଖିଛି । ବର୍ତ୍ତମାନ ସୁଦ୍ଧା କୌଣସି ରିପୋର୍ଟ ଆସିନାହିଁ ଏବଂ ତଦନ୍ତ ଜାରି ରହିଛି ।

Kiit Nepali death case

ଫେବ୍ରୁଆରୀ ୨୧ରେ ୮,୩୭ରେ ୬ ଜଣଙ୍କର, ମାର୍ଚ୍ଚ ୬ ତାରିଖରେ ୫ ଜଣଙ୍କ ସାକ୍ଷ୍ୟ ଗ୍ରହଣ କରାଯାଇଛି ବୋଲି ମନ୍ତ୍ରୀ କହିଛନ୍ତି । ଏହି ମାମଲାରେ ମୋଟ୍ ୧୯ ଜଣଙ୍କ ସାକ୍ଷ୍ୟ ଗ୍ରହଣ କରାଯାଇ ସରିଲାଣି । ତେବେ ଆପଣଙ୍କୁ ଜଣାଇବା ପାଇଁ ଚାହିଁବୁ ମୃତ୍ୟୁର ୧୧ ମାସ ପୂର୍ବରୁ
ମୃତ ଛାତ୍ରୀ ଯୌନ ଶୋଷଣ ବିରୁଦ୍ଧରେ କିଟ୍ କର୍ତ୍ତୃପକ୍ଷଙ୍କଠାରେ ଅଭିଯୋଗ କରିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+