ଭୁବନେଶ୍ୱରରେ ୫ଟି ସ୍ଥାନରେ କୋଲକାତା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଚଢ଼ଉ
ରାଜଧାନୀ ଭୁବନେଶ୍ୱରରେ ୫ଟି ସ୍ଥାନରେ କୋଲକାତା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଚଢ଼ଉ କରିଛି । ଅର୍ଥ ହେରଫେର୍ ଏବଂ ଜମି ଜାଲିଆତି ନେଇ ସକାଳୁ ସକାଳୁ ବଡ଼ ଧରଣର ଚଢ଼ଉ କରାଯାଇଛି । ହାଇଟେକ୍ ମେଡ଼ିକାଲ କଲେଜ ଓ ଭାରତୀୟ ବିଜ୍ଞାନ ବିକାଶ ଚାରିଟେବୁଲ ଟ୍ରଷ୍ଟର ସହିଦନଗରସ୍ଥିତ କାର୍ଯ୍ୟାଳୟରେ ଯାଞ୍ଚ କରୁଛି ଇଡି ।

ଭୁବନେଶ୍ୱରରେ ମୁମ୍ବାଇ ଲିଙ୍କ ନେଇ ଚାଲିଛି ଖୋଳତାଡ । ବ୍ରହ୍ମପୁରରେ ସାହାରା ଇଣ୍ଡିଆ ଜମି ଜଲିଆତି କରି କିଣିଥିବା ନେଇ ଅଭିଯୋଗ ପରେ ଇଡି ପକ୍ଷରୁ ରେଡ କରାଯାଉଛି । ପୂର୍ବରୁ ସାହାରା ଇଣ୍ଡିଆ ବିରୁଦ୍ଧରେ ସେବି ଇଡିରେ ଅଭିଯୋଗ ହୋଇଥିଲା । ବ୍ୟାପକ ଆର୍ଥିକ ହେରଫେର ନେଇ ମାମଲା ରୁଜୁ ହୋଇଥିଲା । ସାହାର ଇଣ୍ଡିଆର ଦେଶରେ ବିଭିନ୍ନ ସ୍ଥାନରେ ଜମି ରହିଛି । ସାହାରା ଇଣ୍ଡିଆର ଜମିକୁ ଭାରତୀୟ ବିଜ୍ଞାନ ବିକାଶ ଚାରିଟେବୁଲ ଟ୍ରଷ୍ଟର ଜାଲିଆତି କରି କମ୍ ମୂଲ୍ୟରେ କିଣିବା ସହିତ ବିକ୍ରି ମଧ୍ୟ କରୁଥିଲା । ଯାହାକୁ ନେଇ ସେବିରେ ଅଭିଯୋଗ ହୋଇଥିଲା ।
More From
-
ବିବାହ ବନ୍ଧନରେ ବାନ୍ଧି ହେଲେ ଅର୍ଜୁନ-ସାନିୟା, ଗ୍ରାଣ୍ଡ ୱେଡିଂରେ ସାମିଲ ହେଲେ.... -
ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗ ରାଜ୍ୟପାଳଙ୍କ ଇସ୍ତଫା ହଇଚଇ ସୃଷ୍ଟି କରିଛି, ପ୍ରଶ୍ନ ଉଠାଇଛନ୍ତି ମମତା ବାନାର୍ଜୀ -
କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି ୯ ରାଜ୍ୟରେ ନୂଆ ରାଜ୍ୟପାଳ ଓ ଉପ-ରାଜ୍ୟପାଳ -
ଇରାନକୁ ସହର୍ଯ୍ୟା କରୁଛନ୍ତି ଚାଇନା ଓ ଋଷ ! ବଡ କଥା କହିଦେଲେ ବୈଦେଶିକ ମନ୍ତ୍ରୀ -
ମଧ୍ୟପ୍ରାଚ୍ୟ ମହାଯୁଦ୍ଧ ଭିତରେ ଭାରତ ପାଇଁ ବଡ଼ ଆଶ୍ୱସ୍ତି, କେବଳ ଏହି ସବୁ ଦେଶ ପାଇଁ ବନ୍ଦ ରହିବ ହର୍ମୁଜ ଜଳପଥ -
ଆମେରିକା ପାଇଁ ମହଙ୍ଗା ପଡୁଛି ଇରାନ ସହ ଯୁଦ୍ଧ; ୩୧ ହଜାର କୋଟିର ଖର୍ଚ୍ଚ -
ଦ୍ଧ ଭିତର ମିନିଟ୍ମ୍ୟାନ୍-୩ କ୍ଷେପଣାସ୍ତ୍ର ପରୀକ୍ଷଣ, ହିରୋସୀମାଠାରୁ କରିପାରେ.... -
ଯୁଦ୍ଧ ଯୋଗୁ ପେଟ୍ରୋଲ-ଡିଜେଲ ସଙ୍କଟ, ଭାରତ ପାଖରେ ଏତିକି ଦିନ.... -
ଆପଣ ବି ଖାଦ୍ୟ ଖାଇବାର ତୁରନ୍ତ ପରେ ପାଣି ପିଉଛନ୍ତି କି? ଜାଣନ୍ତୁ..... -
ପ୍ରକାଶ ପାଇଲା UPSC ପରିଚାଳିତ ସିଭିଲ୍ ସର୍ଭିସ୍ ପରୀକ୍ଷା ଫଳ, ଅନୁଜ ଅଗ୍ନିହୋତ୍ରୀ ଟପ୍ପର -
ପାଇଲ୍ସ ସର୍ଜରୀ ପରେ ମିଳିଲାନି ଛୁଟି: ବରିଷ୍ଠ ଅଧିକାରୀଙ୍କ ଆଗରେ ପ୍ୟାଣ୍ଟ ଖୋଲିଦେଲେ ଲୋକୋ ପାଇଲଟ -
ରବିବାର ମହାମୁକାବିଲା; ବିଶ୍ବକପ୍ ଫାଇନାଲ୍ରେ ଭାରତ-ନ୍ୟୁଜିଲାଣ୍ଡ












Click it and Unblock the Notifications