ଆଜିଠୁ ନକ୍ସଲ ମୁକ୍ତ ଅଞ୍ଚଳ ହେଲା କୋରାପୁଟ ଜିଲ୍ଲା
ଆଜିଠୁ ନକ୍ସଲମୁକ୍ତ ହେଲା କୋରାପୁଟ । ପ୍ରେସମିଟରେ ସୂଚନା ଦେଲେ ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି ଡକ୍ଟର କନୱର ବିଶାଳ ସିଂହ । ଏସିଏମ କ୍ୟାଡର ମାଓବାଦୀ ମମତା ପଡ଼ିଆମି ଆତ୍ମସମର୍ପଣ କରିଛନ୍ତି । ରାଇଫଲ ଓ ବିଭିନ୍ନ ଗୋଳାବାରୁଦ ସହ ମମତା ଆତ୍ମସମର୍ପଣ କରିଛନ୍ତି । ମମତାଙ୍କ ଆତ୍ମସମର୍ପଣ ପରେ କୋରାପୁଟ ନକ୍ସଲମୁକ୍ତ ହେଲା ବୋଲି କହିଛନ୍ତି ଡିଆଇଜି କନୱର ବିଶାଳ ସିଂହ। ୨୦୨୩ ମସିହାରେ ମମତା ଛତିଶଗଡ ବିଜାପୁର ଅଞ୍ଚଳର ବିଭିନ୍ନ ହତ୍ୟା ମାମଲାରେ ଜଡ଼ିତ ଥିଲେ । ମମତାଙ୍କ ଠାରୁଗୋଟିଏ ରାଇଫଲ ଏଵଂ ୧୦ ପ୍ରକାର ବିଭିନ୍ନ ଗୋଳାବାରୁଦ ଜବତ ହୋଇଛି । ସରକାରଙ୍କ ଆତ୍ମ ସମର୍ପଣ ନୀତିରେ ଅନୁପ୍ରାଣିତ ହୋଇ ସେ ଆତ୍ମସମର୍ପଣ କରିଥିବା କହିଛନ୍ତି । .

More From
-
IPL 2026 : କିଙ୍ଗସ୍ ବନାମ କିଙ୍ଗସ୍ : ପ୍ରଥମ ବିଜୟ ଲକ୍ଷ୍ୟରେ ଚେନ୍ନାଇ, ପଞ୍ଜାବ ପାଇଁ ଚିନ୍ତା ବ୍ୟାଟରଙ୍କ ଫର୍ମ୍ -
APSEZ ର ବଡ଼ ସଫଳତା: 500 ମିଲିୟନ୍ ଟନ୍ କାର୍ଗୋ ହ୍ୟାଣ୍ଡଲିଂ ସୀମା ଅତିକ୍ରମ -
ବଡ ନିଷ୍ପତ୍ତି: ଜୁନ୍ ପର୍ଯ୍ୟନ୍ତ ଏସବୁ ଉତ୍ପାଦ ଉପରେ କଷ୍ଟମ୍ ଶୁଳ୍କ ଛାଡ଼ -
IPL-2026 : କୋଲକାତାକୁ ଭେଟିବ ହାଇଦ୍ରାବାଦ୍ : ପ୍ରଥମ ବିଜୟ ଲକ୍ଷ୍ୟରେ ଉଭୟ ଟିମ୍ -
Adani Green Energy ର ବଡ଼ ସଫଳତା: FY26ରେ 5GW କ୍ଷମତା ସହ ବିଶ୍ୱରେ ନୂଆ ରେକର୍ଡ -
ଭୁବନେଶ୍ୱରରେ VFS ଗ୍ଲୋବାଲ ଭିସା ଆବେଦନ କେନ୍ଦ୍ର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ






Click it and Unblock the Notifications