ବିଜେଡିକୁ ଲାଗିଲା ବଡ଼ ଝଟକା, ଶଙ୍ଖ ଛାଡ଼ି ପଦ୍ମ ଧରିଲେ ଜୟପୁର ବ୍ଲକ ଅଧ୍ୟକ୍ଷା

ଭୁବନେଶ୍ବର: ବିଜେଡି ଛାଡ଼ି ଜୟପୁର ବ୍ଲକ ଅଧ୍ୟକ୍ଷା ତିଳୋତ୍ତମା ମୁଦୁଲି ଆଜି ବିଜେପିରେ ବିଧିବଦ୍ଧ ଭାବେ ଯୋଗ ଦେଇଛନ୍ତି। ଆଜି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ଦଳରେ ସାମିଲ ହୋଇଛନ୍ତି। ତାଙ୍କ ସହ୧୪ ସରପଞ୍ଚ, ସମିତି ସଭ୍ୟଙ୍କ ସହ ଶତାଧିକ ସମର୍ଥକ ମଧ୍ୟ ପଦ୍ମ ଧରିଥିବା ଜଣାଯାଇଛି।

bjd

ସେହିପରି ଯାଜପୁରର ପ୍ରଣବ ପ୍ରକାଶ ଦାସଙ୍କ ଅଞ୍ଚଳର ମଧ୍ୟ ଏକାଧିକ ସରପଞ୍ଚ ଏବଂ ପୂର୍ବତନ ସରପଞ୍ଚମାନେ ବିଜେପିରେ ସାମିଲ ହୋଇଛନ୍ତି। ୧୪୮ ଜଣ ସରପଞ୍ଚ, ପୂର୍ବତନ ସରପଞ୍ଚ ଏବଂ ବିଜେଡି ଓ କଂଗ୍ରେସ କର୍ମୀ ସାମିଲ ହୋଇଛନ୍ତି। ପୂର୍ବତନ ସରପଞ୍ଚ ଦିଲ୍ଲୀପ କୁମାର ମହାନ୍ତିଙ୍କ ନେତୃତ୍ୱରେ ବିଜେପିରେ ଯୋଗ ଦେଇଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+