Get Updates
Get notified of breaking news, exclusive insights, and must-see stories!

ଲକ୍ଷ୍ମୀ ଯୋଜନାର ତୃତୀୟ ସୋପାନରେ ଗଡ଼ିବ ‘ଜଗନ୍ନାଥ ଏକ୍ସପ୍ରେସ୍‌'; ପ୍ରତି ଜିଲ୍ଲା ମୁଖ୍ୟାଳୟରୁ ପୁରୀକୁ ଚାଲିବ ଏସି ବସ୍‌

ପ୍ରତି ଜିଲ୍ଲା ମୁଖ୍ୟାଳୟରୁ ପୁରୀକୁ ଚାଲିବ ଏସି ବସ୍‌ । ଲକ୍ଷ୍ମୀ ଯୋଜନାର ତୃତୀୟ ସୋପାନରେ ଗଡ଼ିବ 'ଜଗନ୍ନାଥ ଏକ୍ସପ୍ରେସ୍‌' ।

ଏସି ଡିଲକ୍ସ ବସ୍‌ରେ ଜିଲ୍ଲା ମୁଖ୍ୟାଳୟରୁ ଲୋକେ ଆସିପାରିବେ । ପ୍ରଥମ ପର୍ଯ୍ୟାୟରେ ୧୫ ଜିଲ୍ଲାରେ ଆରମ୍ଭ ହେବ ଏହି ବ୍ୟବସ୍ଥା । ପ୍ରତିବସ୍‌ ଭୁବନେଶ୍ୱର ଦେଇ ଯିବ କହିଲେ OSRTC ଅତିରିକ୍ତ ସଚିବ ।

LACCMI_BUS

ପଞ୍ଚାୟତରେ ବିକାଶର ନୂଆ ଧାରା ଆରମ୍ଭ କରିଛି ଲକ୍ଷ୍ମୀ । ଏହା ଗାଁକୁ ଗାଁ ଯୋଡିବା ସହ ଗମନାଗମନ ଓ ପରିବହନ ବ୍ୟବସ୍ଥାରେ ରୂପାନ୍ତର ଆଣିବ । ଲୋକଙ୍କ ସାମାଜିକ ସମ୍ପର୍କ ଓ ଅର୍ଥନୀତି ଆହୁରି ମଜଭୁତ୍ କରି ସମସ୍ତଙ୍କୁ ବିକାଶ ସହିତ ଯୋଡିବ ଲକ୍ଷ୍ମୀ ବସ୍ । ଲୋକଙ୍କ ଆବଶ୍ୟକତା ଅନୁସାରେ ଲକ୍ଷ୍ମୀ ବସ ସେବା ଆରମ୍ଭ ହୋଇଛି । ଲୋକଙ୍କ ଘର ପାଖକୁ ବସ୍ ଆସିବ । ପିଲାଙ୍କ ସ୍କୁଲ ଯିବାଠୁ ଆରମ୍ଭ କରି ଚାଷୀଙ୍କ ପାଇଁ ବଜାର ଓ ରୋଗୀଙ୍କ ପାଇଁ ଡାକ୍ତରଖାନାକୁ ଗାଁ ସହିତ ଯୋଡ଼ିବ ଲକ୍ଷ୍ମୀ । ଏଥିପାଇଁ ସାରା ରାଜ୍ୟରେ ହଜାରେ ବସ ଚଳାଇବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+