ଅନ୍ତ୍ୟୋଦୟ ଯୋଜନାରେ ସାମିଲ୍ ହେବେ ଆଉ ଲକ୍ଷେ ହିତାଧିକାରୀ
ଅନ୍ତ୍ୟୋଦୟ ଯୋଜନାରେ ଆଉ ଲକ୍ଷେ ହିତାଧିକାରୀ ସାମିଲ୍ ହେବେ। ସୂଚନା ଦେଲେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାୟକ। ଆସନ୍ତା ମାସରେ ଆଉ ଲକ୍ଷେ ଘର ବାଣ୍ଟିବେ ରାଜ୍ୟ ସରକାର ।
ପ୍ରଥମ ପର୍ଯ୍ୟାୟରେ ୬୦ ହଜାର ହିତାଧିକାରୀଙ୍କୁ ସାମିଲ୍ କରାଯାଇଥିଲା । ମେ' ମାସ ଶେଷ ଯାଏଁ ଚାଲିବ ଆବାସ ସର୍ଭେ। ଏବେ ସୁଦ୍ଧା ୨୯ ଲକ୍ଷ ହିତାଧିକାରୀ ସର୍ଭେରେ ଯୋଡ଼ି ହେଲେଣି।













Click it and Unblock the Notifications