ବର୍ଷ ପୂର୍ତ୍ତି ଉତ୍ସବରେ ଲକ୍ଷପତି ଦିଦିଙ୍କୁ ସମ୍ବର୍ଦ୍ଧନା; ଲକ୍ଷପତି ଦିଦିଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

ବର୍ଷ ପୂର୍ତ୍ତି ଉତ୍ସବରେ ଲକ୍ଷପତି ଦିଦିଙ୍କୁ ସମ୍ବର୍ଦ୍ଧନା । ଲକ୍ଷପତି ଦିଦିଙ୍କୁ ସମ୍ବର୍ଦ୍ଧିତ କଲେ ପ୍ରଧାନମନ୍ତ୍ରୀ । ଲକ୍ଷପତି ଦିଦିଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ। ଲକ୍ଷପତି ଦିଦି ସୃଷ୍ଟିରେ ଓଡ଼ିଶା ଦେଶରେ ନଂ-୧ ।

PM speaks to Lakshpati Didi

ମୁଖ୍ୟମନ୍ତ୍ରୀ ତାଙ୍କ ଭାଷଣରେ ରାଜ୍ୟର ବିକାଶ, ସାମାଜିକ ସମାନତା ଏବଂ ଅର୍ଥନୈତିକ ସଶକ୍ତିକରଣ ଉପରେ ଗୁରୁତ୍ୱ ଦେଇଥିଲେ।

ବର୍ଷ ପୂର୍ତ୍ତି ଉତ୍ସବରେ ମୁଖ୍ୟମନ୍ତ୍ରୀଙ୍କ ଭାଷଣ ଦେଇ କହିଥିଲେ, ଓଡ଼ିଶା ପାଇଁ ଆଜି ଗୌରବମୟ ମୁହୂର୍ତ୍ତ। ମୋଦିଙ୍କ ପାଇଁ ଦେଶ ଆଜି ପୂରା ସୁରକ୍ଷିତ। ଦେଶ ଆଜି ବିଶ୍ବର ଚତୁର୍ଥ ଅର୍ଥନୀତି ସମୃଦ୍ଧ ରାଷ୍ଟ୍ର। ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନରେ ବର୍ଷେ ଶାସନର ସୌଭାଗ୍ୟ ମିଳିଛି। ବର୍ଷକ ଭିତରେ ଅନେକ ଉପଲବ୍ଧି ମିଳି ସାରିଛି। ଓଡ଼ିଶା ବିକାଶ ପାଇଁ ରୋଡ ମ୍ୟାପ ପ୍ରସ୍ତୁତ କରିଛି। ସମସ୍ତ ୩୦ ଜିଲ୍ଲା ଗସ୍ତ କରି ମୁଁ ଲୋକଙ୍କ ଦୁଃଖ ବୁଝିଛି। ଏବେଯାଏ ୧୭ ଲକ୍ଷ 'ଲକ୍ଷପତି ଦିଦି' ସୃଷ୍ଟି କରିପାରିଛୁ।

'ଲକ୍ଷପତି ଦିଦି' ସୃଷ୍ଟିରେ ସାରା ଦେଶରେ ପ୍ରଥମ ହୋଇପାରିଛୁ। ଚାଷୀଙ୍କୁ ୮ ଶହ ଟଙ୍କା ବୋନସ ପ୍ରଦାନ କରିଛୁ। ବିକଶିତ ଗାଁ ଯୋଜନା, ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା ଲାଗୁ କରିଛୁ। ୨୮ ହଜାରରୁ ଊଦ୍ଧର୍‌ବ ଯୁବକ ଯୁବତୀଙ୍କୁ ନିଯୁକ୍ତି ଦେଇଛୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+