ଭୟରେ ଭାଙ୍ଗୁଛି ଲାଲ ଗଡ ; ଆତ୍ମସମର୍ପଣ କଲେ ୨୨ ମାଓବାଦୀଙ୍କ

ଭୁଶୁଡୁଛି ଲାଲଗଡ଼ । ୨୨ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ । ଛତିଶଗଡ଼ର ସୁକମା ଜିଲ୍ଲା ଏସପିଙ୍କ ନିକଟରେ ୨୨ ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । ସେମାନଙ୍କ ନାଁରେ ୪୦ ଲକ୍ଷ ଟଙ୍କା ପୁରସ୍କାର ରହିଥିଲା ।

Maoists surrender

ପୋଲିସର ଗୋଟିଏ ପରେ ଗୋଟିଏ ଏନକାଉଣ୍ଟରରେ ନିହତ ହେଲେଣି ଶତାଧିକ ମାଓବାଦୀ । ଜୀବନ ବଞ୍ଚାଇବାକୁ ଏବେ ବାଟ ଖୋଜୁଛନ୍ତି ମାଓବାଦୀ । ତେଣୁ ପୋଲିସ ନିକଟରେ ଆତ୍ମସମର୍ପଣ କଲେଣି ଶହ ଶହ ମାଓବାଦୀ ।

ଆଜି ଛତିଶଗଡ଼ ସରକାରଙ୍କ ପୁନର୍ବାସ ଯୋଜନାରେ ଆକର୍ଷିତ ହୋଇ ୨୨ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସେମାନଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ ସବୁ ପ୍ରକାର ସାହାଯ୍ୟ ସହଯୋଗ ଯୋଗାଇଦେବାକୁ ସୁକମା SP କହିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+