ନଭେମ୍ବର ୧ ରୁ ତହସିଲ ଅଫିସରେ ହେବ ଜମି କିଣାବିକା: ରାଜସ୍ବ ମନ୍ତ୍ରୀ

ଏବେ ଜମି କିଣାବିକା ନେଇ ସୃଷ୍ଟି ହେଉଥିବା ସମସ୍ୟା ଦୂର ହେବ। ନଭେମ୍ବର ୧ ରୁ ତହସିଲ ଅଫିସରେ ଜମି କିଣାବିକା ହୋଇ ପାରିବ ହୋଇପାରିବ।

ପ୍ରଥମେ ୪୪ଟି ତହସିଲ ଅଫିସରେ ଜମି କିଣାବିକା ଆରମ୍ଭ ହେବ ବୋଲି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ଏହାପରେ ଡିସେମ୍ବରରେ ରାଜ୍ୟର ବାକି ୨୭୩ ତହସିଲରେ ଏହି ସେବା ଆରମ୍ଭ ହେବ।

Revenue Minister

ଅନଲାଇନରେ ସ୍ଲଟ୍ ବୁକ୍ କରି ତହସିଲ ଅଫିସରେ ଜମି ପଞ୍ଜିକରଣ
ନଭେମ୍ବର ୧ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାର ଶୁଭରମ୍ଭ କରିବେ। ଏଣିକି ଅନଲାଇନରେ ସ୍ଲଟ୍ ବୁକ୍ କରି ତହସିଲ ଅଫିସରେ ଲୋକେ ଜମି ପଞ୍ଜିକରଣ କରିପାରିବେ ବୋଲି ରାଜସ୍ବ ମନ୍ତ୍ରୀ ସୂଚନା ଦେଇଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+